Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ କରୋନା ଯୋଗୁଁ ମୋଟ୍‌ 34ହଜାର 968ଜଣଙ୍କ ଜୀବନ ଗଲାଣି : ଆଠଟି ରାଜ୍ୟରୁ 86 ପ୍ରତିଶତ ମୃତ୍ୟୁ
ଆଜିର ଖବର

ଦେଶରେ କରୋନା ଯୋଗୁଁ ମୋଟ୍‌ 34ହଜାର 968ଜଣଙ୍କ ଜୀବନ ଗଲାଣି : ଆଠଟି ରାଜ୍ୟରୁ 86 ପ୍ରତିଶତ ମୃତ୍ୟୁ

July 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ ଗତ 24 ଘଣ୍ଟାରେ 52 ହଜାରୁର ଉର୍ଦ୍ଧ୍ବ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 775ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ  ଦେଶରେ କରୋନା  ଜନିତ ମୃତ୍ୟୁ ସଂଖ୍ୟା 34 ହଜାର 968କୁ ବୃଦ୍ଧି ହୋଇଛି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 15 ଲକ୍ଷ 83 ହଜାର 792କୁ ବୃଦ୍ଧି ହୋଇଛି। ସେହିପରି ଏବେ ସୁଦ୍ଧା ଦେଶରେ 5 ଲକ୍ଷ 28 ହଜାରର 242 ଆକ୍ଟିଭ୍‌ କେସ ରହିଥିବାବେଳେ  ସୁସ୍ଥ ହୋଇଛନ୍ତି 10 ଲକ୍ଷ 20 ହଜାର 582 ।  ଦେଶରେ ସୁସ୍ଥ ହାର ଏବେ 64.43  ପ୍ରତିଶତ ରହିଛି ।

ଦେଶରେ 86 ପ୍ରତିଶତ ମୃତ୍ୟୁ କେବଳ ଆଠଟି ରାଜ୍ୟରୁ ହୋଇଛି । ଏହି ରାଜ୍ୟଗୁଡିକ ମଧ୍ୟରେ ରହିଛି  ମହାରାଷ୍ଟ୍ର, ଦିଲ୍ଲୀ, ତାମିଲନାଡୁ, ଗୁଜୁରାଟ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ  ଆନ୍ଧ୍ରପ୍ରଦେଶ । ଏହି 8ଟି ରାଜ୍ୟରୁ ମୋଟ୍‌ 30 ହଜାର 226ଜଣଙ୍କର କରୋନା ଯୋଗୁଁ ମୃତ୍ୟୁ ହୋଇଛି ।  ସର୍ବାଧିକ ମୃତ୍ୟୁ ମହାରାଷ୍ଟ୍ରରେ ହୋଇଛି । ମହାରାଷ୍ଟ୍ରରେ ଏପର୍ଯ୍ୟନ୍ତ 14 ହଜାର 165ଜଣଙ୍କ ଜୀବନ ଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026
Latest News

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026

ଏହି ୫ ଟି ସହରରେ ୩୫ ଟଙ୍କାରେ ମିଳିବ ପିଆଜ: ସରକାରଙ୍କ ବଡ଼ ନିଷ୍ପତ୍ତି

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.