Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଯୋଧ୍ୟା ରାମ ଜନ୍ମଭୂମି ପୁରୋହିତ, ସୁରକ୍ଷା କର୍ମୀ କରୋନା ପଜିଟିଭ, ପଢନ୍ତୁ ସଂପୂର୍ଣ୍ଣ ଖବର
ଆଜିର ଖବର

ଅଯୋଧ୍ୟା ରାମ ଜନ୍ମଭୂମି ପୁରୋହିତ, ସୁରକ୍ଷା କର୍ମୀ କରୋନା ପଜିଟିଭ, ପଢନ୍ତୁ ସଂପୂର୍ଣ୍ଣ ଖବର

July 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅଯୋଧ୍ୟା, ଆସନ୍ତା ଅଗଷ୍ଟ 5 ତାରିଖ ବୁଧବାର ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଅନୁଷ୍ଠିତ ହେବ ଭୂମିପୂଜା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ପ୍ରାୟ 200 ଅତିଥି ଏହି ସମାରୋହରେ ଯୋଗଦେବେ। ହେଲେ ଏହାପୂର୍ବରୁ ରାମ ଜନ୍ମଭୂମି ମନ୍ଦିରର ମୁଖ୍ୟ ପୁରୋହିତଙ୍କ ସହକାରୀ ମହନ୍ତ ପ୍ରଦୀପ ଦାସ ଏବଂ ଅଯୋଧ୍ୟା ଭୂମି ପୂଜା ପାଇଁ ସୁରକ୍ଷା ଦାୟିତ୍ବରେ ଥିବା 16 ଜଣ ପୋଲିସ କର୍ମଚାରୀ କରୋନା ପଜିଟିଭ ହୋଇଥିବା ଜଣାଯାଇଛି।

ଗତ ଶନିବାର ଦିନ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଗଷ୍ଟ 5 କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତିର ସମୀକ୍ଷା କରିବା ସକାଶେ ରାମ ଜନ୍ମଭୂମି ପରିସର ପରିଦର୍ଶନ କରିଥିଲେ। ଏ ସମୟରେ କିଛି ରୀତିନୀତି ବି ହୋଇଥିଲା। ସେଠାରୁ ମିଳିଥିବା କିଛି ଫଟୋ ଓ ଭିଡିଓରୁ କରୋନା ପଜିଟିଭ ଚିହ୍ନଟ ପ୍ରଦୀପ ଦାସ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଛିଡା ହୋଇଥିବା ଦେଖିବାକୁ ମିଳିଥିଲା। ଭୂମିପୂଜା କରିବାକୁ ଥିବା ମୁଖ୍ୟ ପୁରୋହିତ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସ ମଧ୍ୟ ତାଙ୍କ ପାଖରେ ଛିଡ଼ା ହୋଇଥିଲେ।

ଇତିମଧ୍ୟରେ ପରିଚାଳନା ଟ୍ରଷ୍ଟ କହିଛି, କୋଭିଡ-19 ପାଇଁ ଥିବା ସମସ୍ତ ନିୟମ ପାଳନ କରି କାର୍ଯ୍ୟକ୍ରମ ସମ୍ପନ୍ନ କରାଯିବ। ଅଯୋଧ୍ୟାରେ ଏବେ କରୋନା ସକ୍ରିୟ ସଂଖ୍ୟା 375 ରହିଛି। ଉତ୍ତର ପ୍ରଦେଶରେ ମୋଟ କରୋନା ମାମଲା ସଂଖ୍ୟା 29 ହଜାର 997 ରହିଛି। (ଏଜେନସି)

ଅଯୋଧ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026
Latest News

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.