ନବରଙ୍ଗପୁର, କୋରାପୁଟ ପରେ ନବରଙ୍ଗପୁର ଜିଲ୍ଲାକୁ ସଟ୍ ଡାଉନ୍ ଘୋଷଣା କରାଯାଇଛି। ଜିଲ୍ଲାପାଳ ଏହା ଘୋଷଣା କରିଛନ୍ତି। ଅଗଷ୍ଟ 1 ତାରିଖ ସକାଳ 5ଟାରୁ 2 ତାରିଖ ମଧ୍ୟରାତ୍ରି ଯାଏଁ ସଟ୍ ଡାଉନ୍ ଘୋଷଣା କରାଯାଇଛି। ବର୍ଦ୍ଧିତ କରୋନା ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ଏଭଳି ପଦକ୍ଷେପ ନେଇଛି।
ଏହି ଭାରତୀୟ ଖେଳାଳିଙ୍କୁ ମିଳିବ ସୁନା ପ୍ଲେଟେଡ୍ ବଲ୍ ଏବଂ ବ୍ୟାଟ୍, ବିଶ୍ୱକପ୍ ବିଜୟ ପରେ ଏକ ବଡ଼ ଘୋଷଣାNovember 6, 2025