Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳାହାଣ୍ଡିର କୋକସରା ବ୍ଲକ ମନରେଗା କାର୍ଯ୍ୟରେ ଦୁର୍ନୀତି ଘଟଣା, ନିରପେକ୍ଷ ତଦନ୍ତ ଓ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ଗଣଧାରଣା
ଆଜିର ଖବର

କଳାହାଣ୍ଡିର କୋକସରା ବ୍ଲକ ମନରେଗା କାର୍ଯ୍ୟରେ ଦୁର୍ନୀତି ଘଟଣା, ନିରପେକ୍ଷ ତଦନ୍ତ ଓ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ଗଣଧାରଣା

July 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା

କଳାହାଣ୍ଡି: ଶେଷରେ ଗଣଧାରଣାରେ ବସିଲେ ଡାଲଗୁମା ପଞ୍ଚାୟତ ବାସିନ୍ଦା ।ମନରେଗା କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ନେଇ ଗତ 6 ଓ 9 ତାରିଖ ଦିନ ଜିଲ୍ଲା ପ୍ରଶାସନ ନିକଟରେ ଦାବି କରିଥିଲେ। କିନ୍ତୁ ଏ ପର୍ଯ୍ୟନ୍ତ ଦୁର୍ନିତୀରେ ସଂପୃକ୍ତ ବ୍ୟକ୍ତି ଓ ଅଧିକାରୀମାନଙ୍କ ବିରୁଦ୍ଧରେ କୋୖଣସି କାର୍ଯ୍ୟାନଷ୍ଠାନ ଓ ସଠିକ୍ ତଦନ୍ତ ନ ହେବା ନେଇ ଗଣଧାରଣା ଦେଇଥିବା ପ୍ରକାଶ କରିଛନ୍ତି ପଞ୍ଚାୟତ ବାସୀ।

ଗତ ସପ୍ତାହ 22 ତାରିଖ ଦିନ ଦୁର୍ନୀତି ରେ ସଂପୃକ୍ତ ବ୍ୟକ୍ତି ମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଓ ନିରପେକ୍ଷ ତଦନ୍ତ କରିବା ପାଇଁ ବିଡ଼ିଓଙ୍କୁ ଦାବି ପତ୍ର ଦେଇ ଗୋଟିଏ ସପ୍ତାହ ସମୟ ଦେଇଥିଲେ କିନ୍ତୁ ଗୋଟିଏ ସପ୍ତାହ ବିତି ଯାଇଥିଲେ ମଧ୍ୟ ପ୍ରଶାସନ ନୀରବ ରହିଥିବା ପ୍ରକାଶ କରିଛନ୍ତି ପଞ୍ଚାୟତବାସୀ । ଯେ ପର୍ଯ୍ୟନ୍ତ ଉଚିତ୍ ତଦନ୍ତ ନ ହୋଇ ଅଭିଯୁକ୍ତ ମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯାଇଛି ସେ ପର୍ଯ୍ୟନ୍ତ ଗଣଧାରଣା ଜାରିରହିବ ବୋଲି ପଞ୍ଚାୟତ ବାସିନ୍ଦା ପ୍ରକାଶ କରିଛନ୍ତି।

କୋକସରା ବ୍ଲକ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି ନିରପେକ୍ଷ ତଦନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.