Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା 16 ଲକ୍ଷ ଟପିଲା
ଆଜିର ଖବର

ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା 16 ଲକ୍ଷ ଟପିଲା

July 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂ ଖ୍ୟା 16 ଲକ୍ଷ 38 ହଜାର 871ରେ ପହଞ୍ଚିଛି। 24 ଘଣ୍ଟାରେ ସର୍ବାଧିକ 55 ହଜାର 079 ଆକ୍ରାନ୍ତ ହୋଇଥିବା ସ୍ଥଳେ779 ମୃତ୍ୟୁ ହୋଇଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ପରିବାର ବିଭାଗ ସୂଚନା ଦେଇଛି।

ଦେଶରେ କରୋନା ମୃତ୍ୟୁ ସଂଖ୍ୟା 35 ହଜାର 747କୁ ବୃଦ୍ଧି ହୋଇଛି। ସେହିପରି ଏବେ ସୁଦ୍ଧା ଦେଶରେ 5 ଲକ୍ଷ 45 ହଜାର 318 ଜଣ ସକ୍ରିୟ ଆକ୍ରାନ୍ତ ରହିଥିବାବେଳେ ସୁସ୍ଥ ହୋଇଛନ୍ତି 10 ଲକ୍ଷ 57 ହଜାର 805 ଜଣ। ମହାରାଷ୍ଟ୍ରରେ ସର୍ବାଧିକ 14 ହଜାର 729 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଦିଲ୍ଲୀରେ 3 ହଜାର 936, ତାମିଲନାଡୁରେ 3 ହଜାର 838, ଗୁଜୁରାଟରେ 2 ହଜାର 418ଜଣଙ୍କର ମୃତ୍ୟୁ ହୋଇଛି।

corona covid-19 india
Share. Facebook Twitter LinkedIn Email WhatsApp Copy Link

Related Posts

ବିଧାନସଭା ନିର୍ବାଚନ: ଆରମ୍ଭ ହେଲା ମତଗଣନା

May 4, 2026

ହର୍ମୁଜ ଦେଇ ଭାରତ ଆସୁଛି ରନ୍ଧନ ଗ୍ୟାସ: ମେ’ ୧୩ରେ ପହଞ୍ଚିବ ୪୬ ହଜାର ମେଟ୍ରିକ ଟନ୍‍ ଏଲ୍‍ପିଜି

May 4, 2026

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ପୂର୍ବତନ ସରପଞ୍ଚ, ସମିତିସଭ୍ୟାଙ୍କ ସମେତ ଶତାଧିକ କର୍ମକର୍ତ୍ତା

May 4, 2026

ଆଉ କିଛି ସମୟର ଅପେକ୍ଷା : ଆସିବ ନିର୍ବାଚନ ଫଳ

May 4, 2026
Latest News

ବିଧାନସଭା ନିର୍ବାଚନ: ଆରମ୍ଭ ହେଲା ମତଗଣନା

May 4, 2026

ହର୍ମୁଜ ଦେଇ ଭାରତ ଆସୁଛି ରନ୍ଧନ ଗ୍ୟାସ: ମେ’ ୧୩ରେ ପହଞ୍ଚିବ ୪୬ ହଜାର ମେଟ୍ରିକ ଟନ୍‍ ଏଲ୍‍ପିଜି

May 4, 2026

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ପୂର୍ବତନ ସରପଞ୍ଚ, ସମିତିସଭ୍ୟାଙ୍କ ସମେତ ଶତାଧିକ କର୍ମକର୍ତ୍ତା

May 4, 2026

ଆଉ କିଛି ସମୟର ଅପେକ୍ଷା : ଆସିବ ନିର୍ବାଚନ ଫଳ

May 4, 2026

ଆଜି ମଇ ୪ ତାରିଖ ସୋମବାରରେ ପାଞ୍ଚୋଟି ରାଶିର ଭାଗ୍ୟରେ ହେବ ବଡ ପରିବର୍ତ୍ତନ

May 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.