Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ 1499 ପଜିଟିଭ୍‌ ଚିହ୍ନଟ : ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 31 ହଜାର ଟପିଲା
ଆଜିର ଖବର

ଆଜି ରାଜ୍ୟରୁ 1499 ପଜିଟିଭ୍‌ ଚିହ୍ନଟ : ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 31 ହଜାର ଟପିଲା

July 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି 1499 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 914ଜଣ ଚିହ୍ନଟ ହୋଇଥିବାବେଳେ 585ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 31ହଜାର 877କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 11ହଜାର 918ଜଣ । ସେହିପରି ସୁସ୍ଥ ହୋଇଛନ୍ତି 19ହଜାର745ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 169ଜଣ । ସେହିପରି 36 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ନମ୍ବର ୧ ହେଲା ଭାରତ: ଚୀନକୁ ପଛରେ ପକାଇ ଆମେରିକାରେ ହାସଲ କଲା ଶୀର୍ଷ ସ୍ଥାନ

August 25, 2025

ଆତଙ୍କବାଦ ଉପରେ ଟଙ୍କା ଖର୍ଚ୍ଚ କରୁଥିବା ପାକିସ୍ତାନକୁ ମିଳିଲା ୪୧୦ ମିଲିୟନ ଡଲାରର ସମ୍ପତ୍ତି

August 25, 2025

ଆଜି ଭୁବନେଶ୍ୱରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀମାନଙ୍କ ସମ୍ମିଳନୀ

August 25, 2025

ପାଣିପାଗ ବିଭାଗର ଚେତାବନୀ ଜାରି: ରାଜ୍ୟରେ ଏହି ତାରିଖ ଯାଏଁ ଲାଗି ରହିବ ବର୍ଷା

August 25, 2025
Latest News

ନିର୍ବାଚନ କମିଶନ ବନାମ ରାହୁଲ ଗାନ୍ଧୀ!: ଜାଣନ୍ତୁ ଜନତା କାହା ସହିତ ଅଛନ୍ତି, ଆସିଲା ବଡ଼ ସର୍ଭେ

August 25, 2025

ନମ୍ବର ୧ ହେଲା ଭାରତ: ଚୀନକୁ ପଛରେ ପକାଇ ଆମେରିକାରେ ହାସଲ କଲା ଶୀର୍ଷ ସ୍ଥାନ

August 25, 2025

ଆତଙ୍କବାଦ ଉପରେ ଟଙ୍କା ଖର୍ଚ୍ଚ କରୁଥିବା ପାକିସ୍ତାନକୁ ମିଳିଲା ୪୧୦ ମିଲିୟନ ଡଲାରର ସମ୍ପତ୍ତି

August 25, 2025

ଆଜି ଭୁବନେଶ୍ୱରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀମାନଙ୍କ ସମ୍ମିଳନୀ

August 25, 2025

ପାଣିପାଗ ବିଭାଗର ଚେତାବନୀ ଜାରି: ରାଜ୍ୟରେ ଏହି ତାରିଖ ଯାଏଁ ଲାଗି ରହିବ ବର୍ଷା

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.