Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି 8 ଜଣଙ୍କ ମୃତ୍ୟୁ : କରୋନା ଯୋଗୁଁ ରାଜ୍ୟରେ ମୃତ୍ୟୁ ସଂଖ୍ୟା 177କୁ ବୃଦ୍ଧି
ଆଜିର ଖବର

ରାଜ୍ୟରେ ଆଜି 8 ଜଣଙ୍କ ମୃତ୍ୟୁ : କରୋନା ଯୋଗୁଁ ରାଜ୍ୟରେ ମୃତ୍ୟୁ ସଂଖ୍ୟା 177କୁ ବୃଦ୍ଧି

July 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରେ ଆଉ 8ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲାରୁ ଗଞ୍ଜାମ ଜିଲ୍ଲାରୁ 4ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧା, ନୟାଗଡ, ସୁନ୍ଦରଗଡ ଓ ଗଜପତିରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ଗଞ୍ଜାମ ଜିଲ୍ଲାରୁ ମୃତ୍ୟୁବରଣ କରିଥିବା ସମସ୍ତ ମୃତକ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 81, 49, 45 ଓ 73 । ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 79 । ସେହିପରି ନୟାଗଡ ଜିଲ୍ଲାରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତ ଜଣକ ହେଉଛନ୍ତି 82 ବର୍ଷୀୟା ମହିଳା । ସେହିପରି ଗଜପତିରୁ 58 ବର୍ଷୀୟ ମହିଳା ମୃତ୍ୟୁବରଣ କରିଥିବାବେଳେ ସୁନ୍ଦରଗଡର ଆକ୍ରାନ୍ତଙ୍କ ବୟସ 52 ବର୍ଷ ବୋଲି ଜଣାପଡିଛି ।

ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 177କୁ ବୃଦ୍ଧି ହୋଇଥିବାବେଳେ ଗଞ୍ଜାମରେ ସର୍ବାଧିକ 94ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା ଜିଲ୍ଲାରେ 22କୁ ବୃଦ୍ଧି ହୋଇଛି । ଗଜପତିରେ ମୃତ୍ୟୁ ସଂଖ୍ୟା 10କୁ ବୃଦ୍ଧି ହୋଇଥିବାବେଳେ ନୟାଗଡରେ3କୁ ବୃଦ୍ଧି ହୋଇଥିବାବେଳେ ସୁନ୍ଦରଗଡରୁ 8ଜଣଙ୍କ ମୃତ୍ୟୁ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ଘୋଷଣା: ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ଟଙ୍କା ସହାୟତା

September 4, 2026

ନେପାଳ ବନ୍ୟାର ନଅ ଦିନ ପରେ ହେଲା ଚମତ୍କାର!: ଭଗ୍ନାବଶେଷରୁ ଦୁଇ ଶ୍ରମିକ ଜୀବିତ ଉଦ୍ଧାର

September 4, 2026

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଡକାୟତ ଲୋକେଶ ଗୁରୁତର, ଜଣେ ଫେରାର

September 4, 2026

ଇସ୍ରୋର ଐତିହାସିକ ସଫଳତା: ମହାକାଶକୁ ଗଲା ଭାରତର ପ୍ରଥମ ଜିଓ-ଅର୍ବିଟ୍ ଇମେଜିଂ ସାଟେଲାଇଟ୍

September 4, 2026
Latest News

“ଆମେ ଭାରତକୁ ଯେତିକି ତେଲ ଆବଶ୍ୟକ ସେତିକି ଦେବୁ”: ଟ୍ରମ୍ପଙ୍କୁ ଚିଡ଼ାଇବ ରୁଷର ଏହି ବୟାନ

September 4, 2026

ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ଘୋଷଣା: ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ଟଙ୍କା ସହାୟତା

September 4, 2026

ନେପାଳ ବନ୍ୟାର ନଅ ଦିନ ପରେ ହେଲା ଚମତ୍କାର!: ଭଗ୍ନାବଶେଷରୁ ଦୁଇ ଶ୍ରମିକ ଜୀବିତ ଉଦ୍ଧାର

September 4, 2026

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଡକାୟତ ଲୋକେଶ ଗୁରୁତର, ଜଣେ ଫେରାର

September 4, 2026

ଇସ୍ରୋର ଐତିହାସିକ ସଫଳତା: ମହାକାଶକୁ ଗଲା ଭାରତର ପ୍ରଥମ ଜିଓ-ଅର୍ବିଟ୍ ଇମେଜିଂ ସାଟେଲାଇଟ୍

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.