Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଞ୍ଜାବରେ ବିଷାକ୍ତ ମଦ ପିଇ 26 ମୃତ
ଆଜିର ଖବର

ପଞ୍ଜାବରେ ବିଷାକ୍ତ ମଦ ପିଇ 26 ମୃତ

July 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଞ୍ଜାବ : ପଞ୍ଜାବରେ ବିଷାକ୍ତ ମଦ ପିଇ 26ଜଣଙ୍କ ମୃତ୍ୟୁ ହୋଇଛି । ପଞ୍ଜାବର ଅମୃତସର, ବାଟଲା ଓ ତରନତାରନ ଆଦି ଅଞ୍ଚଳରେ ବିଷାକ୍ତ ମଦ ପିଇ ମୃତ୍ୟୁ ସଂଖ୍ୟା ଏବେ 26ରେ ପହଞ୍ଚିଛି । ପୋଲିସ ବିଷାକ୍ତ ମଦ ପ୍ରସ୍ତୁତ କରୁଥିବା କିଛି ଲୋକଙ୍କୁ ଗିରଫ ମଧ୍ୟ କରିଛି । ଏହା ସହିତ ଏହି ଘଟଣାରେ ଥାନାର ଏସଏଚଓଙ୍କୁ ନିଲମ୍ବିତ ମଧ୍ୟ କରିଛି । ଏହି ମାମଲା ପାଇଁ ଏସଆଇଟି ପ୍ରସ୍ତୁତ ହୋଇ ଏହା ତଦନ୍ତ ଆରମ୍ଭ ହୋଇଛି ।

ବିଷାକ୍ତ ମଦ ପିଇ ପଞ୍ଜାବର ତିନି ସହରରୁ 26ଜଣଙ୍କର ମୃତ୍ୟୁ ହୋଇଛି । ଅମୃତସର ଓ ତରନତାରନ୍‌ରୁ 10 ଜଣ ଲେଖାଏଁ ମୃତ୍ୟୁବରଣ କରିଥିବାବେଳ ବାଟଲାରୁ 6ଜଣ ମୃତ୍ୟୁବରଣ କରିଛନ୍ତି । ସୂଚନା ଅନୁସାରେ ତରନତାରନ୍‌ରୁ 10 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଗତ ଶନିବାର ଦିନ ଏହି ଅଞ୍ଚଳରେ ତିନି ଜଣଙ୍କର ମୃତ୍ୟୁ ହୋଇଥିଲା ଏବଂ ଜଣଙ୍କର ଆଖି ମଧ୍ୟ ନଷ୍ଟ ହୋଇଯାଇଛି ।

ଏହି ମାମଲାରେ ମୁଖ୍ୟମନ୍ତ୍ରୀ କ୍ୟାପେଟନ୍‌ ଅମରିନ୍ଦର ସିଂ ମାଜିଷ୍ଟ୍ରେରିଆଲ୍‌ ଯାଞ୍ଚର ଆଦେଶ ଦେଇଛନ୍ତି । ଜଳନ୍ଧରର ଡିଭିଜନାଲ୍‌ କମିଶନରଙ୍କୁ ଏହି ମାମଲାର ଯାଞ୍ଚ ଦାୟିତ୍ବ ଦିଆଯାଇଛି । ଏହି ମାମଲାରେ ରହିଥିବା ଦୋଷୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆଦେଶ ଦେଇଛନ୍ତି । (ଏଜେନ୍ସି)

death
Share. Facebook Twitter LinkedIn Email WhatsApp Copy Link

Related Posts

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026
Latest News

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.