Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଆକ୍ରାନ୍ତ ଶିଶୁର ଶବ ଧରି ହସ୍ପିଟାଲରୁ ଚମ୍ପଟ ମାରିଲେ ବାପା-ମା’
ଆଜିର ଖବର

କରୋନା ଆକ୍ରାନ୍ତ ଶିଶୁର ଶବ ଧରି ହସ୍ପିଟାଲରୁ ଚମ୍ପଟ ମାରିଲେ ବାପା-ମା’

July 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ : କଟକ ଶିଶୁଭବନରେ ଜଣେ କରୋନା ପଜିଟିଭ୍‌ ଶିଶୁର ମୃତ୍ୟୁ  ହୋଇଛି । ତେବେ ଶିଶୁ ପୁତ୍ରର ମୃତ୍ୟୁ ହେବା ପରେ କ ଶିଶୁ ପୁତ୍ରର ବାପା ମା’ ଶିଶୁ ପୁତ୍ରକୁ ଧରି ହସ୍ପିଟାଲରୁ ଚମ୍ପଟ ମାରିଛନ୍ତି । ଏନେଇ ଲାଲବାଗ ଥାନାରେ ଶିଶୁଭବନ ପକ୍ଷରୁ ଅଭିଯୋଗ ହୋଇଛି। ଘଟଣା ସମ୍ପର୍କରେ ଲାଲବାଗ ଥାନାରେ ଶିଶୁଭବନ ପକ୍ଷରୁ ଏତଲା ଦିଆଯାଇଛି ।

ଆଜି ସକାଳେ ଧଉଳି ଅଞ୍ଚଳରୁ ୬ ବର୍ଷର ପୁଅକୁ ଧରି ବାପା ଓ ମା ମେଡିକାଲ ଆସିଥିଲେ। ନିୟମାନୁସାରେ ଆଡମିଶନ ପୂର୍ବରୁ ସମସ୍ତଙ୍କ ସ୍ୱାବ ଟେଷ୍ଟ ପାଇଁ ଯାଇଥିଲା। ଆଣ୍ଟିଜେନ ଟେଷ୍ଟରେ ଛୁଆ ଓ ମାଙ୍କ ରିପୋର୍ଟ ପଜିଟିଭ ଆସିଥିଲା। ଆଇସୋଲେସନ ୱାର୍ଡରେ ଥିବା ଛୁଆଟିର ମୃତ୍ୟୁ ହୋଇସାରିଥିଲା। ମା’ ଛୁଆଙ୍କର ପଜିଟିଭ୍‌ ଆସିବାରୁ ଶିଶୁ ଭବନ ସିଏମ୍‌ସିକୁ ଜଣାଇଥିଲା ।  ସିଏମ୍‌ସି ଷ୍ଟାଫ୍‌ ଆସିବା ବେଳକୁ ମୃତ ଶିଶୁକୁ ଧରି ବାପା ମା’ ପଳାଇ ସାରିଥିଲେ ବୋଲି ସୂଚନା ରହିଛି । ଏହି ଘଟଣା ପରେ  ଏହାକୁ ନେଇ ଏବେ ଉଭୟ କଟକ ଓ ଭୁବନେଶ୍ୱରରେ ଆତଙ୍କ ଖେଳି ଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026
Latest News

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.