Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦଳ ଛାଡିଲେ ପ୍ରକାଶ ବେହେରା, କେଉଁ ଦଳରେ ମିଶିବା ନେଇ ସସପେନ୍ସ
ଆଜିର ଖବର

ଦଳ ଛାଡିଲେ ପ୍ରକାଶ ବେହେରା, କେଉଁ ଦଳରେ ମିଶିବା ନେଇ ସସପେନ୍ସ

March 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha Congress suffers yet another jolt as party MLA Prakash Behera resigns
Odisha Congress suffers yet another jolt as party MLA Prakash Behera resigns

ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ଓଡିଶା କଂଗ୍ରେସର ହାତ ଦୁର୍ବଳ ହେବାରେ ଲାଗିଛି। ଅନେକ ଛାମୁଆ ନେତା ତଥା ବିଧାୟକ ଦଳ ଛାଡିଛନ୍ତି। ଆଜି କଂଗ୍ରେସକୁ ଏକ ଜୋରଦାର ଝଟକା ଲାଗିଛି। ଦଳର ସାଲେପୁର ବିଧାୟକ ପ୍ରକାଶ ବେହେରା ଆଜି କଂଗ୍ରେସରୁ ଇସ୍ତଫା ଦେଇଛନ୍ତି।  ପୂର୍ବରୁ ପ୍ରକାଶ କଂଗ୍ରେସ ଛାଡିବା ନେଇ ଚର୍ଚ୍ଚା ହେଉଥିଲା। ତେବେ ଆଜି ସମସ୍ତ କଳ୍ପନାଜଳ୍ପନାର ଅନ୍ତ ହଟାଇ ସେ ଦଳରୁ ଇସ୍ତଫା ଦେଇଛନ୍ତି। ଏହାସହ ସେ ନିଜ ଇସ୍ତଫାପତ୍ର କଂଗ୍ରେସ ସଭାପତି ରାହୁଲ ଗାନ୍ଧିଙ୍କୁ ପଠାଇଛନ୍ତି।  ସେ ୨୦ ବର୍ଷ ହେଲା ଦଳରେ କାମ କରୁଥିଲେ ସୁଦ୍ଧା ଦଳ ତାଙ୍କୁ ଅଣଦେଖା କରୁଥିବା ସେ ଅଭିଯୋଗ କରିଛନ୍ତି। ତେବେ ସେ କଂଗ୍ରେସ ଛାଡିବା ପରେ କେଉଁ ଦଳକୁ ଯିବେ ସେ ନେଇ ସସପେନ୍ସ ଲାଗି ରହିଛି। ପୂର୍ବରୁ ବିଜେଡ଼ି ଦଳରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଥିବାବେଳେ  ଏବେ ପୁଣି ପଦ୍ମ ଦଳରେ ଯୋଗ ଦେବେ ବୋଲି ଶୁଣିବାକୁ ମିଳିଛି। କିନ୍ତୁ ଏନେଇ ସିଏ ଏପର୍ଯ୍ୟନ୍ତ କିଛି ସ୍ପଷ୍ଟ କରିନାହାନ୍ତି। ଦିନେ ଦୁଇ ଦିନ ଭିତରେ କେଉଁ ଦଳରେ ଯୋଗ ଦେବେ ସେନେଇ ନିଷ୍ପତ୍ତି ନେବେ ବୋଲି ସେ କହିଛନ୍ତି।

congressmla thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026
Latest News

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026

ଟିଏମସି ବିଦ୍ରୋହୀ ଗୋଷ୍ଠୀର ବଡ଼ ନିଷ୍ପତ୍ତି: ଅଧ୍ୟକ୍ଷ ପଦରୁ ହଟିଲେ ମମତା, ଅଭିଷେକ ବାନାର୍ଜୀ ନିଲମ୍ବିତ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.