ରମେଶ ମହାନ୍ତି
ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାରୁ ଶନିବାର ଓ ରବିବାର ସଟ୍ଡାଉନ୍ କଟକଣା ଉଠିଲା । ଆସନ୍ତାକାଲିଠାରୁ ସପ୍ତାହାନ୍ତ ସଟଡାଉନ୍ ଲାଗୁ ହେବ ନାହିଁ । ତେବେ ପୂର୍ବ ନିୟମ ମୁତାବକ ସକାଳ ୭ଟାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା ରହିବ । ତେବେ ଗତକାଲିଠାରୁ ରାତ୍ରୀକାଳୀନ କର୍ଫ୍ୟୁ ଜାରି ରହିବ। ଆସନ୍ତା କାଲିଠାରୁ ରାତ୍ରି ୯ ଟାରୁ ସକାଳ ପାଞ୍ଚଟା ପର୍ଯ୍ୟନ୍ତ ରାତ୍ରୀକାଳୀନ କର୍ଫ୍ୟୁ ଜାରି ରହିବ ।
Tags: