Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁର ଜିଲ୍ଲାରୁ ଆଜି ୧୭ ପଜିଟିଭ୍, ସୁସ୍ଥ ହେଲେ ତିନି : ସମୁଦାୟ ୭୦୭ ଆକ୍ରାନ୍ତଙ୍କ ମଧ୍ୟରୁ ୫୭୩ ସୁସ୍ଥ
ଆଜିର ଖବର

ଜଗତସିଂହପୁର ଜିଲ୍ଲାରୁ ଆଜି ୧୭ ପଜିଟିଭ୍, ସୁସ୍ଥ ହେଲେ ତିନି : ସମୁଦାୟ ୭୦୭ ଆକ୍ରାନ୍ତଙ୍କ ମଧ୍ୟରୁ ୫୭୩ ସୁସ୍ଥ

July 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର : ଆଜି ଜଗତସିଂହପୁର ଜିଲ୍ଲାରୁ ୧୭ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଗତସିଂହପୁର ବ୍ଲକରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରଘୁନାଥପୁର ବ୍ଲକରୁ ୩ଜଣ, ବିରିଡ଼ି ବ୍ଲକରୁ ୩ଜଣ ଓ କୁଜଙ୍ଗ,ନାଉଗାଁ, ତିର୍ତ୍ତୋଲ, ଏରସମା ବ୍ଲକରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜିଲ୍ଲାରୁ ସମୁଦାୟ ୭୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୭୩ ଜଣ ସୁସ୍ଥ ହୋଇଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହିତ ବର୍ତ୍ତମାନ ଜିଲ୍ଲାରେ ୧୩୨ ଜଣ ଆକ୍ରାନ୍ତ ଆକ୍ଟିଭ୍ ଅଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଫୋକସ୍‌ରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026

ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେବେ ରୋହିତ ଶର୍ମା!: ବଢିଲା ଚର୍ଚ୍ଚା

October 13, 2026
Latest News

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଫୋକସ୍‌ରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026

ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେବେ ରୋହିତ ଶର୍ମା!: ବଢିଲା ଚର୍ଚ୍ଚା

October 13, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ‘ବ୍ଲୁମବର୍ଗ ନ୍ୟୁ ଇକୋନୋମି ଫୋରମ୍’କୁ ସମ୍ବୋଧନ

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.