Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଞ୍ଜାବରେ ବିଷାକ୍ତ ମଦ ନେଲା ଜୀବନ : ମୃତ୍ୟୁ ସଂଖ୍ୟା 38କୁ ବୃଦ୍ଧି
ଆଜିର ଖବର

ପଞ୍ଜାବରେ ବିଷାକ୍ତ ମଦ ନେଲା ଜୀବନ : ମୃତ୍ୟୁ ସଂଖ୍ୟା 38କୁ ବୃଦ୍ଧି

August 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଞ୍ଜାବ : ପଞ୍ଜାବରେ ବିଷାକ୍ତ ମଦ ପିଇବା ଘଟଣାରେ ମୃତ୍ୟୁସଂଖ୍ୟା 38କୁ ବୃଦ୍ଧି ହୋଇଛି । ସମସ୍ତ ମୃତକ ତରନତାରନ୍‌, ଅମୃତସର ବଟାଲୀ  ଏବଂ ଗୁରୁଦାସପୁର ଜିଲ୍ଲାର ବୋଲି ଜଣାପଡିଛି । ପଞ୍ଜାବର ତରନତାରନ୍‌ ଜିଲ୍ଲାରେ ସର୍ବାଧିକ 19 ଜଣଙ୍କ ପ୍ରାଣହାନି ହୋଇଛି । ମଦ ମୃତ୍ୟୁ ପରେ ଉକ୍ତ ତିନି ଜିଲ୍ଲାର 40ଟି ସ୍ଥାନରେ ପଞ୍ଜାବ ପୋଲିସ୍‌ ରେଡ୍‌ କରିଛି । ମୁଖ୍ୟମନ୍ତ୍ରୀ ଅମରିନ୍ଦରଙ୍କ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ପରେ ତନାଘନା ଚାଲିଛି ।

ରାଜ୍ୟ ପୁଲିସ ମହାନିର୍ଦେଶକ ଦିନାକର ଗୁପ୍ତାଙ୍କ କହିବା ଅନୁଯାୟୀ ଜୁନ୍‍ 29ରେ ଅମୃତସର ଜିଲାର ମୁଛଲ ଓ ତାଙ୍ଗ୍ରା ଗ୍ରାମରେ 5ଜଣଙ୍କର ମଦମୃତ୍ୟୁ ସମ୍ପର୍କରେ ରିପୋର୍ଟ ପ୍ରକାଶ ପାଇଥିଲା। ଜୁଲାଇ 30ରାତିରେ ଆଉ 6 ଜଣଙ୍କର ମୃତ୍ୟୁ ହୋଇଥିଲା। ପରେ ବାତଲାରେ 8ଜଣଙ୍କର ମୃତ୍ୟୁ ସମ୍ପର୍କରେ ରିପୋର୍ଟ ମିଳିଥିଲା। (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ରେକର୍ଡ ବିଜୟ ସତ୍ତ୍ୱେ ଗମ୍ଭୀର ଅସନ୍ତୁଷ୍ଟ: ଦ୍ଵିତୀୟ ଦିନିକିଆ ସମ୍ପର୍କରେ ଦେଲେ ବଡ଼ ବିବୃତ୍ତି

October 1, 2026

ଯାତ୍ରୀବାହୀ ବସ୍‌ ଉପରେ ଆତଙ୍କୀ ଗୁଳିମାଡ଼ : ୭ ମୃତ, ୪ ଆହତ

October 1, 2026

ଫାଇନାଲରେ ପହଞ୍ଚିଲା ଟିମ ଇଣ୍ଡିଆ: ସ୍ୱର୍ଣ୍ଣ ପଦକ ପାଇଁ ଭାରତ ଏବଂ ପାକିସ୍ତାନ ମୁକାବିଲା

October 1, 2026

ଭାରସାମ୍ୟ ହରାଇ ଘାଟିରୁ ଖସିଲା ବୋଲେରୋ: ଜଣେ ମୃତ, ୫ ଗୁରୁତର

October 1, 2026
Latest News

ପାରିବାରିକ ବିବାଦର କରୁଣ ପରିଣତି: ବାପାଙ୍କ ବେକ କାଟିଲା ପୁଅ

October 1, 2026

ଭାରତର ରେକର୍ଡ ବିଜୟ ସତ୍ତ୍ୱେ ଗମ୍ଭୀର ଅସନ୍ତୁଷ୍ଟ: ଦ୍ଵିତୀୟ ଦିନିକିଆ ସମ୍ପର୍କରେ ଦେଲେ ବଡ଼ ବିବୃତ୍ତି

October 1, 2026

ଯାତ୍ରୀବାହୀ ବସ୍‌ ଉପରେ ଆତଙ୍କୀ ଗୁଳିମାଡ଼ : ୭ ମୃତ, ୪ ଆହତ

October 1, 2026

ଫାଇନାଲରେ ପହଞ୍ଚିଲା ଟିମ ଇଣ୍ଡିଆ: ସ୍ୱର୍ଣ୍ଣ ପଦକ ପାଇଁ ଭାରତ ଏବଂ ପାକିସ୍ତାନ ମୁକାବିଲା

October 1, 2026

ଭାରସାମ୍ୟ ହରାଇ ଘାଟିରୁ ଖସିଲା ବୋଲେରୋ: ଜଣେ ମୃତ, ୫ ଗୁରୁତର

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.