Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 29ଟି ଜିଲ୍ଲାରୁ ମୋଟ୍‌ 1602 ଜଣ ପଜିଟିଭ୍‌ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଆଜିର ଖବର

ଆଜି 29ଟି ଜିଲ୍ଲାରୁ ମୋଟ୍‌ 1602 ଜଣ ପଜିଟିଭ୍‌ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

August 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟର 29ଟି ଜିଲ୍ଲାରୁ ମୋଟ୍‌ 1602 ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ 308 ଜଣ ଚିହ୍ନଟ ହୋଇଥିବାସ୍ଥଳେ ଖୋର୍ଦ୍ଧାରୁ 285, ରାୟଗଡାରୁ 164,  ଗଜପତିରୁ 108, ସୁ୍ନ୍ଦରଗଡରୁ 62, କଟକରୁ 54, ପୁରୀରୁ 50, ଢେଙ୍କାନାଳରୁ 49, କୋରାପୁଟରୁ 46, କନ୍ଧମାଳରୁ 45, ଯାଜପୁରରୁ 44, ମୟୂରଭଞ୍ଜ ଓ ସମ୍ବଲପୁରୁର 39 ଜଣ ଲେଖାଏଁ ରହିଛନ୍ତି । ବଲାଙ୍ଗିରରୁ 38 ଜଣ ରହିଥିବାବେଳେ ନୟାଗଡରୁ 33 କେଉଁଝରରୁ 31, କଳାହାଣ୍ଡି ଓ ମାଲ୍‌କାନଗିରିରୁ 30 ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ବରରୁ 29, ଭଦ୍ରକରୁ 20, ଜଗତସିଂହପୁରରୁ 19, କେନ୍ଦ୍ରାପଡା ଓ ଅନୁଗୁଳରୁ 15  ଜଣ ଲେଖାଏଁ ରହିଥିବାବେଳେ ବରଗଡରୁ 13, ବୌଦ୍ଧ ଓ ନବରଙ୍ଗପୁରରୁ 9 ଜଣ ଲେଖାଏଁ ରହିଥିବାବେଳେ ଝାରସୁଗୁଡାରୁ 7, ସୋନପୁରରୁ 6, ନୂଆପଡାରୁ 5 ଜଣ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ବିଏମସି ନିର୍ବାଚନ: କଂଗ୍ରେସକୁ ବଡ଼ ଝଟକା, ଏହି ଦୁଇ ନେତା ସହ ବିଜେପିରେ ଯୋଗ ଦେଲେ ଶତାଧିକ କର୍ମୀ

January 2, 2026

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ: ମୃତକଙ୍କ ପରିଚୟ ଖୋଜୁଛି ପୋଲିସ

January 2, 2026

ପବିତ୍ର ପିପ୍ରାହୱା ଅବଶେଷର ଅର୍ନ୍ତଜାତୀୟ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

January 2, 2026

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

January 2, 2026
Latest News

ପାକିସ୍ତାନରୁ ଜୟଶଙ୍କରଙ୍କୁ ଖୋଲା ଚିଠି: ଭାରତକୁ ପୂର୍ଣ୍ଣ ସମର୍ଥନ ଦେବାକୁ ପ୍ରତିଶ୍ରୁତି ଦେଲେ ଏହି ନେତା

January 2, 2026

ବିଏମସି ନିର୍ବାଚନ: କଂଗ୍ରେସକୁ ବଡ଼ ଝଟକା, ଏହି ଦୁଇ ନେତା ସହ ବିଜେପିରେ ଯୋଗ ଦେଲେ ଶତାଧିକ କର୍ମୀ

January 2, 2026

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ: ମୃତକଙ୍କ ପରିଚୟ ଖୋଜୁଛି ପୋଲିସ

January 2, 2026

ପବିତ୍ର ପିପ୍ରାହୱା ଅବଶେଷର ଅର୍ନ୍ତଜାତୀୟ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

January 2, 2026

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

January 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.