Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ପୁଣି ରାଜ୍ୟରୁ 10ଜଣଙ୍କର ମୃତ୍ୟୁ : ମୋଟ୍‌ ମୃତ୍ୟୁ ସଂଖ୍ୟା 187କୁ ବୃଦ୍ଧି
ଆଜିର ଖବର

ଆଜି ପୁଣି ରାଜ୍ୟରୁ 10ଜଣଙ୍କର ମୃତ୍ୟୁ : ମୋଟ୍‌ ମୃତ୍ୟୁ ସଂଖ୍ୟା 187କୁ ବୃଦ୍ଧି

August 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ଆଜି ରାଜ୍ୟରେ ମୋଟ୍‌ 10 ଜଣଙ୍କର ମୃତ୍ୟୁ ହୋଇଛି । ଆଜି ଗଞ୍ଜାମରୁ ସର୍ବାଧିକ 5 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଲାରୁ 3 ଜଣ ରହିଥିବାବେଳେ ସୁନ୍ଦରଗଡ ଓ ଗଜପତିରୁ ଜଣେ ଲୋକଙ୍କର ମୃତ୍ୟୁ ହୋଇଛି ।

ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 187କୁ ବୃଦ୍ଧି ପାଇଛି । ସେହିପରି ଗଞ୍ଜାମରେ ସର୍ବାଧିକ 99 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଗଜପତିରେ 12, ଖୋର୍ଦ୍ଧାରେ ମୃତ୍ୟୁ ସଂଖ୍ୟା 25କୁ ବୃଦ୍ଧି ହୋଇଛି । ସୁନ୍ଦରଗଡରେ ମୃତ୍ୟୁ ସଂଖ୍ୟା 9କୁ ବୃଦ୍ଧି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବିଏମସି ନିର୍ବାଚନ: କଂଗ୍ରେସକୁ ବଡ଼ ଝଟକା, ଏହି ଦୁଇ ନେତା ସହ ବିଜେପିରେ ଯୋଗ ଦେଲେ ଶତାଧିକ କର୍ମୀ

January 2, 2026

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ: ମୃତକଙ୍କ ପରିଚୟ ଖୋଜୁଛି ପୋଲିସ

January 2, 2026

ପବିତ୍ର ପିପ୍ରାହୱା ଅବଶେଷର ଅର୍ନ୍ତଜାତୀୟ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

January 2, 2026

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

January 2, 2026
Latest News

ପାକିସ୍ତାନରୁ ଜୟଶଙ୍କରଙ୍କୁ ଖୋଲା ଚିଠି: ଭାରତକୁ ପୂର୍ଣ୍ଣ ସମର୍ଥନ ଦେବାକୁ ପ୍ରତିଶ୍ରୁତି ଦେଲେ ଏହି ନେତା

January 2, 2026

ବିଏମସି ନିର୍ବାଚନ: କଂଗ୍ରେସକୁ ବଡ଼ ଝଟକା, ଏହି ଦୁଇ ନେତା ସହ ବିଜେପିରେ ଯୋଗ ଦେଲେ ଶତାଧିକ କର୍ମୀ

January 2, 2026

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ: ମୃତକଙ୍କ ପରିଚୟ ଖୋଜୁଛି ପୋଲିସ

January 2, 2026

ପବିତ୍ର ପିପ୍ରାହୱା ଅବଶେଷର ଅର୍ନ୍ତଜାତୀୟ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

January 2, 2026

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

January 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.