Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରୁ 126 ପଜିଟିଭ୍‌ ଚିହ୍ନଟ, 133 ସୁସ୍ଥ
ଆଜିର ଖବର

ଭୁବନେଶ୍ବରରୁ 126 ପଜିଟିଭ୍‌ ଚିହ୍ନଟ, 133 ସୁସ୍ଥ

August 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ 126 ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂତନ 126ଜଣଙ୍କ ମଧ୍ୟରୁ 77 ଜଣ କ୍ବାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ 49 ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି ବୋଲି ବିଏମ୍ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି ।

Image

ୟୁନିଟ୍‌ 1 ତାରିଣୀ ବସ୍ତିରୁ 10 ଜଣ, ୟୁନିଟ୍‌-9 ବାୟାବାବା ବସ୍ତିରୁ 9 ଜଣ ଚିହ୍ନଟ ହୋଇଥିବାବେଳେ 8 ଜଣ ପୋଲିସ୍‌ କର୍ମଚାରୀ ମଧ୍ୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଖଣ୍ଡଗିରି ତପୋବନ ବସ୍ତିରୁ 6ଜଣ ଚିହ୍ନଟ ହୋଇଥିବାବେଳେ ବଡଗଡ ବ୍ରିଟ୍‌ କଲୋନୀରୁ 4 ଜଣ ଚିହ୍ନଟ ହୋଇଛନ୍ତି। ଆଇଗିଣିଆରୁ 3 ଜଣ ରହିଥିବାବେଳେ ନୟାପଲ୍ଲୀ ନୂଆସାହିରୁ 3 ଜଣ ରହିଛନ୍ତି ।

Image

ସେହିପରି 49 ଲୋକାଲ୍‌ କଣ୍ଟାକ୍ଟ କେସ୍‌ରୁ  ଭରତପୁର ଦୁର୍ଗା ମଣ୍ଡପ ନିକଟରୁ 3 ଜଣ, ଡୁମୁଡୁମାରୁ 4 ଜଣ, ଘରୋଇ ହସ୍ପିଟାଲରୁ ଜଣେ କର୍ମଚାରୀ ରହିଥିବାବେଳେ ଭୋଇନଗରରୁ ଜଣେ, ଜୟଦେବ ବିହାରରୁ 2 ଜଣ, ମିଡିଆ ହାଉସ୍‌ରୁ 2 ଜଣ ରହିଛନ୍ତି । ସହିଦନଗରରୁ ବିଏମ୍‌ସି ହଲ୍‌ରୁ ଜଣେ ରହିଥିବାବେଳେ ତ୍ରିନାଥ ବସ୍ତିରୁ ଜଣେ, ଶୈଳଶ୍ରୀବିହାରରୁ ଜଣେ ସୁନ୍ଦରପଦାରୁଜଣେ ରହିଛନ୍ତି ।

Image

ଆଜି 126 ପଜିଟିଭ୍‌ ଚିହ୍ନଟ ହୋଇଥିବା ସ୍ଥଳେ 130 ଜଣ ସୁସ୍ଥ ହୋଇଛନ୍ତି ।  ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ଏବେ ସର୍ବମୋଟ ଆକ୍ରାନ୍ତଙ୍କ ସଂଖ୍ୟା 2ହଜରୀ 861ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଛନ୍ତି 1ହଜାର 566 । 17ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା ରାଜଧାନୀ ଭୁବନେଶ୍ବରରେ 1ହଜାର 276ଟି ଆକ୍ଟିଭ୍‌ କେସ୍‌ ରହିଛି ।

bhubaneswar corona
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ଯୁବ କଂଗ୍ରେସ ରାଷ୍ଟ୍ରୀୟ ସଭାପତିଙ୍କୁ ଗିରଫ ପ୍ରତିବାଦରେ ଓଡିଶା ଯୁବ କଂଗ୍ରେସର ବିକ୍ଷୋଭ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026
Latest News

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026

ଯୁବ କଂଗ୍ରେସ ରାଷ୍ଟ୍ରୀୟ ସଭାପତିଙ୍କୁ ଗିରଫ ପ୍ରତିବାଦରେ ଓଡିଶା ଯୁବ କଂଗ୍ରେସର ବିକ୍ଷୋଭ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.