Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାୟୋ ଗ୍ୟାସ୍‌ ଫ୍ୟାକ୍ଟ୍ରିର ବଏଲର୍‌ ଫାଟି  5 ମୃତ
ଆଜିର ଖବର

ବାୟୋ ଗ୍ୟାସ୍‌ ଫ୍ୟାକ୍ଟ୍ରିର ବଏଲର୍‌ ଫାଟି  5 ମୃତ

August 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାରାଷ୍ଟ୍ର : ମହାରାଷ୍ଟ୍ରର ନାଗପୁରରେ ଏକ ବଡ ଦୁର୍ଘଟଣା ଘଟିଛି । ଏଠାରେ ଥିବା ବାୟୋ ଗ୍ୟାସ୍‌ ଫ୍ୟାକ୍ଟ୍ରିର ବୟଲର ଫାଟିବା ଯୋଗୁଁ 5 ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁସାରେ ମାନସ ଆଗ୍ରୋ ଇଣ୍ଡିଷ୍ଟ୍ରି ଆଣ୍ଡ୍‌ ଇନ୍‌ଫାଷ୍ଟ୍ରକଚର୍‌ ଲିଃ ଫ୍ୟାକ୍ଟ୍ରିରେ ଏହି ଦୁର୍ଘଟଣା ଘଟିଛି । ବେଲା ଗାଁ ନିକଟରେ ଥିବା ବାଓଗ୍ୟାସ ନିକଟରେ ଥିବା ବୟଲରରେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ଏଥିରେ 5ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି ।

ଏହି ପାଞ୍ଚ ମୃତକଙ୍କ ମଧ୍ୟରେ 21 ବର୍ଷୀୟ ମଙ୍ଗେଶ ପ୍ରଭାକର ନୌକାରକର ଥିବାବେଳେ 42 ବର୍ଷୀୟ ଲୀଲାଧର  ବାମନରାଓ୍ବ ସିନ୍ଧେ, 30 ବର୍ଷୀୟ ବାସୁଦେବ ଲାଦି, 24 ବର୍ଷୀୟ ସଚିନ ପ୍ରକାଶ ବାଘମାରେ ଓ 25 ବର୍ଷୀୟ ପ୍ରତାପ ପାଣ୍ଡୁରଙ୍ଗ ମୁନ୍‌ ରହିଛନ୍ତି । ଏହି ସମସ୍ତ ଶ୍ରମିକ ବଡଗ୍ରାମର ବାସିନ୍ଦା ବୋଲି ସୂଚନା ରହିଛି । ତେବେ ବିସ୍ଫୋରଣ କେମିତି ଓ କିପରି ହେଲା ସେ ସମ୍ପର୍କରେ ଜଣାପଡିନଥିବାବେଳେ ବିସ୍ଫୋରଣ କାରଣ ଖୋଜିବାକୁ ଏକ ଟିମ ଗଠନ କରାଯାଇଥିବା ନେଇ ପୁଲିସ୍‌ ପକ୍ଷରୁ ସୂଚନା ରହିଛି । (ଏଜେନ୍ସି)

death
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ଦଳର କିଏ ହେବ ପରବର୍ତ୍ତୀ ଅଧିନାୟକ?: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବ ବିସିସିଆଇ ର ଏହି ନିଷ୍ପତ୍ତି

June 5, 2026

ମମତା ବାନାର୍ଜୀଙ୍କୁ ନିଜ ଆସନ ଯାଚିଲେ ହୁମାୟୁନ୍: କହିଲେ, ଟିଏମସି ର ପରିସ୍ଥିତି ଦେଖି କଷ୍ଟ ହେଉଛି

June 5, 2026

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026

କୁଏତ ବିମାନବନ୍ଦର ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ; ଆହତ ୧୩ ଜଣଙ୍କୁ ସହାୟତା ପ୍ରଦାନ

June 5, 2026
Latest News

ଟି-୨୦ ଦଳର କିଏ ହେବ ପରବର୍ତ୍ତୀ ଅଧିନାୟକ?: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବ ବିସିସିଆଇ ର ଏହି ନିଷ୍ପତ୍ତି

June 5, 2026

ମମତା ବାନାର୍ଜୀଙ୍କୁ ନିଜ ଆସନ ଯାଚିଲେ ହୁମାୟୁନ୍: କହିଲେ, ଟିଏମସି ର ପରିସ୍ଥିତି ଦେଖି କଷ୍ଟ ହେଉଛି

June 5, 2026

ସାଇଲେଣ୍ଟ କିଲର କିଡନୀ ରୋଗ: ଡେରି ହେବା ପୂର୍ବରୁ ଜାଣନ୍ତୁ ଏହାର ଲକ୍ଷଣ

June 5, 2026

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026

କୁଏତ ବିମାନବନ୍ଦର ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ; ଆହତ ୧୩ ଜଣଙ୍କୁ ସହାୟତା ପ୍ରଦାନ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.