Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆରୋଗ୍ୟ ଲାଭ କଲେ ୭୫୬ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ରାଜ୍ୟରେ ଆରୋଗ୍ୟ ଲାଭ କଲେ ୭୫୬ ଜଣ କରୋନା ଆକ୍ରାନ୍ତ

August 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୭୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ମୋଟ ୨୧, ୨୭୩ କରୋନା ରୋଗୀଙ୍କୁ ସୁସ୍ଥ କରାଇବାରେ ଆମର ଡାକ୍ତର ଓ ସ୍ଵାସ୍ଥ୍ୟକର୍ମୀଙ୍କର ବିଶେଷ ଭୂମିକା ରହିଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୨, ଗଞ୍ଜାମରୁ ୧୩୯, କଟକରୁ ୭୮, ସୁନ୍ଦରଗଡରୁ ୫୮, ଗଜପତିରୁ ୪୯,  ଭଦ୍ରକରୁ ୩୩,  କେନ୍ଦୁଝରରୁ ୩୧, ପୁରୀରୁ ୨୮, ନୟାଗଡ ରୁ ୨୨, ରାୟଗଡାରୁ ୨୦, ବାଲେଶ୍ବରରୁ ୧୯, କୋରାପୁଟରୁ ୧୮,  ମାଲକାନଗିରିରୁ ୧୬, ନବରଙ୍ଗପୁରରୁ ୧୩, କନ୍ଧମାଳ ଏବଂ ସମ୍ବଲପୁରରୁ ୧୦, କେନ୍ଦ୍ରାପଡା  ଓ ଯାଜପୁରରୁ ୯, ଜଗତସିଂପୁରରୁ  ୮, ବରଗଡରୁ ୭, ଝାରସୁଗୁଡା ଓ ଢେଙ୍କାନାଳରୁ ୬, କଳାହାଣ୍ଡି ଓ ବଲାଙ୍ଗୀରରୁ ୨, ଅନୁଗୁଳରୁ ଜଣେ ସୁସ୍ଥ ହୋଇଛନ୍ତି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜଣାଇଛନ୍ତି। ଏବେ ରାଜ୍ୟରେ ୧୧,୯୮୦ ଜଣ ସକ୍ରିୟ କେସ ଥିବାବେଳେ ୨୧୨୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି।

corona Odisha recover
Share. Facebook Twitter LinkedIn Email WhatsApp Copy Link

Related Posts

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026
Latest News

କୃଷି କ୍ଷେତ୍ରର ସମୀକ୍ଷା: ଫସଲ କ୍ଷତି ଓ ବୀମା ଦାବି ଉପରେ ଶିବରାଜ ସିଂହ ଚୌହାନଙ୍କ ଗୁରୁତ୍ୱ

March 21, 2026

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.