Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଗଷ୍ଟ 31ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଅଙ୍ଗନବାଡି କେନ୍ଦ୍ର : ଶୁଖିଲା ରାସନକୁ ହିତାଧିକାରୀଙ୍କ ଘରେ ପହଞ୍ଚାଉଛନ୍ତି ଅଙ୍ଗନବାଡି କର୍ମୀ
ଆଜିର ଖବର

ଅଗଷ୍ଟ 31ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଅଙ୍ଗନବାଡି କେନ୍ଦ୍ର : ଶୁଖିଲା ରାସନକୁ ହିତାଧିକାରୀଙ୍କ ଘରେ ପହଞ୍ଚାଉଛନ୍ତି ଅଙ୍ଗନବାଡି କର୍ମୀ

August 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କୋଭିଡ୍ ମୁକାବିଲା ପରିପ୍ରେକ୍ଷୀରେ ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ରଗୁଡ଼ିକ ଆସନ୍ତା 31 ଅଗଷ୍ଟ ଯାଏଁ ବନ୍ଦ ରହିବ। ଏହି ସମୟରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଗର୍ଭବତୀ ଓ ପ୍ରସୂତି ମହିଳା ତଥା ଶିଶୁମାନଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ସମନ୍ୱିତ ଶିଶୁ ବିକାଶ ଯୋଜନା ଅଧିନରେ ଅତିରିକ୍ତ ପୁଷ୍ଟିସାଧନ କାର୍ଯ୍ୟକ୍ରମ ଯେପରି ବାଧାପ୍ରାପ୍ତ ନ ହୁଏ, ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦିଆଯାଉଛି ।

ଅତିରିକ୍ତ ପୁଷ୍ଟି ସାଧନ କାର୍ଯ୍ୟକ୍ରମ ଅନ୍ତର୍ଗତ ପ୍ରତି ମାସରେ ପ୍ରଦାନ କରାଯାଉଥିବା “ଶୁଖିଲା ରାସନ” ଅଙ୍ଗନବାଡି କର୍ମୀମାନେ କୋଭିଡ୍ ନିୟମ ଅନୁପାଳନ କରି ହିତାଧିକାରୀଙ୍କ ଘରେ ପ୍ରଦାନ କରିଛନ୍ତି। ପ୍ରତି ମାସର 1 ତାରିଖରେ ଅଙ୍ଗନବାଡ଼ି କେନ୍ଦ୍ର ଗୁଡ଼ିକରେ ହିତାଧିକାରୀଙ୍କୁ ବଣ୍ଟନ କରାଯାଉଥିବା ଶୁଖିଲା ରାସନକୁ ଅଙ୍ଗନବାଡ଼ି କର୍ମୀମାନେ ହିତାଧିକାରୀଙ୍କ ଘରେ ପହଞ୍ଚି ଅଗଷ୍ଟ ମାସ ପାଇଁ ବାଣ୍ଟିଛନ୍ତି। ଏହି ବଣ୍ଟନ ସମୟରେ ଅଙ୍ଗନବାଡ଼ି କର୍ମୀମାନେ କୋଭିଡ-19 ନିୟମାବଳୀ କଡ଼ାକଡ଼ି ଭାବେ ଅନୁପାଳନ କରୁଛନ୍ତି ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026
Latest News

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.