Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରେ ଯୋଗ ଦେଲେ ନବରଙ୍ଗପୁର ସାଂସଦ ବଳଭଦ୍ର ମାଝି
ଆଜିର ଖବର

ବିଜେପିରେ ଯୋଗ ଦେଲେ ନବରଙ୍ଗପୁର ସାଂସଦ ବଳଭଦ୍ର ମାଝି

March 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
bjd mp balabhadra nayak joins bjbjp
bjd mp balabhadra nayak joins bjbjp

ମଙ୍ଗଳବାର ଦିନ ବିଜେଡିରୁ ଇସ୍ତଫା ଦେଇଥିବା ନବରଙ୍ଗପୁର ସାଂସଦ ବଳଭଦ୍ର ମାଝି ବିଜେପିରେ ଯୋଗ ଦେଇଛନ୍ତି। ଆଜି ନୂଆଦିଲ୍ଲୀରେ ବିଧିବଦ୍ଧ ଭାବେ ସେ ବିଜେପିରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀରେ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏହି ମିଶ୍ରଣ କାର୍ଯ୍ୟକ୍ରମରେ ଦୁଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମଙ୍କ ସହିତ ରାଷ୍ଟ୍ରୀୟ ଉପ-ସଭାପତି ବୈଜୟନ୍ତ ପଣ୍ଡା, ଓଡ଼ିଶା ପ୍ରଭାରୀ ଅରୁଣ ସିଂହ ଓ ରାଜ୍ୟ ସଭାପତି ବସନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ରହିଥିଲେ। ବିଜେଡ଼ିରେ ପ୍ରତାରିତ ହେଉଥିବାର ଅଭିଯୋଗ କରି ଇସ୍ତଫା ଦେଇଥିଲେ। ବଳଭଦ୍ରଙ୍କୁ ଦଳକୁ ସ୍ବାଗତ କରିବା ସହ ପ୍ରଶଂସା କରିଛନ୍ତି ଜୁଏଲ୍‌।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏସ୍ ଓପନ: ପ୍ରଥମ ରାଉଣ୍ଡରୁ ବିଦାୟ ନେଲେ ନୋବାକ୍ ଜୋକୋଭିଚ୍

August 31, 2026

ଦୁଲୀପ ଟ୍ରଫି ସେମିଫାଇନାଲ୍: ବୈଭବ ସୂର୍ଯ୍ୟବଂଶୀଙ୍କ ଐତିହାସିକ ଅର୍ଦ୍ଧଶତକ

August 31, 2026

ଡିଏଭି ପୋଖରୀପୁଟରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ

August 31, 2026

ସୋଆ ଏନଏସ ଏସ ପକ୍ଷରୁ ବନ୍ୟା ପ୍ରଭାବିତ ଅଂଚଳରେ ରିଲିଫ ବଂଟନ

August 31, 2026
Latest News

ୟୁଏସ୍ ଓପନ: ପ୍ରଥମ ରାଉଣ୍ଡରୁ ବିଦାୟ ନେଲେ ନୋବାକ୍ ଜୋକୋଭିଚ୍

August 31, 2026

ଦୁଲୀପ ଟ୍ରଫି ସେମିଫାଇନାଲ୍: ବୈଭବ ସୂର୍ଯ୍ୟବଂଶୀଙ୍କ ଐତିହାସିକ ଅର୍ଦ୍ଧଶତକ

August 31, 2026

ଡିଏଭି ପୋଖରୀପୁଟରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ

August 31, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ସୋଆ ଏନଏସ ଏସ ପକ୍ଷରୁ ବନ୍ୟା ପ୍ରଭାବିତ ଅଂଚଳରେ ରିଲିଫ ବଂଟନ

August 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.