Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀ ଭୁବନେଶ୍ବରରୁ ଚିହ୍ନଟ ହେଲେ 118 ଆକ୍ରାନ୍ତ , ସୁସ୍ଥ ହେଲେ 125
ଆଜିର ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ ଚିହ୍ନଟ ହେଲେ 118 ଆକ୍ରାନ୍ତ , ସୁସ୍ଥ ହେଲେ 125

August 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଭୁବନେଶ୍ବରରେ ଆଉ 118 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂତନ 118 ଆକ୍ରାନ୍ତଙ୍କ ମଧ୍ୟରୁ 69 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ଲୋକାଲ୍‌ କେସ୍‌ 49ଟି ରହିଛି ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ  ସୂଚନା ଦେଇଛି ।

Image

କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା 69 କେସ୍‌ ମଧ୍ୟରୁ ଏକ ଘରୋଇ ହସ୍ପିଟାଲରୁ 7 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପଲାଶ ପଲ୍ଲୀରୁ 6ଜଣ ଓ ଜାଗମରାରୁ 4 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ଆକ୍ରାନ୍ତଙ୍କ ମଧ୍ୟରେ ତିନି ଜଣ ପୋଲିସ କର୍ମଚାରୀ ରହିଛନ୍ତି । ୟୁନିଟ୍‌ 8 ଅଞ୍ଚଳରୁ ତିନିଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Image

ସେହିପରି ଆଜି ରାଜଧାନୀ ଭୁବନେଶ୍ବରରୁ 125 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାର ସୂଚନା ରହିଛି । ନୂତନ 118 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 2ହଜାର 979ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି 1ହଜାର 691 ଜଣ । ସେହିପରି 18ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେସୁଦ୍ଧା ଭୁବନେଶ୍ବରରେ 1ହଜାର 268ଟି ସକ୍ରିୟ ମାମଲା ରହିଛି ।

Image

କରୋନା ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026

ସ୍ୱାସ୍ଥ୍ୟ ସୁରକ୍ଷାର ଆହ୍ୱାନ ଓ ପ୍ରତିବଦ୍ଧତା

April 7, 2026

ଗୁଳିମାଡ଼ରେ ଯୁବକ ମୃତ

April 7, 2026

୯ ମ ବ୍ୟାଚ ଡିଏସପି ପ୍ରୋବେସନରଙ୍କ ଦୀକ୍ଷାନ୍ତ ସମାରୋହ ଯୋଗଦେଲେ ଡିଜିପି

April 7, 2026
Latest News

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026

ସ୍ୱାସ୍ଥ୍ୟ ସୁରକ୍ଷାର ଆହ୍ୱାନ ଓ ପ୍ରତିବଦ୍ଧତା

April 7, 2026

ଗୁଳିମାଡ଼ରେ ଯୁବକ ମୃତ

April 7, 2026

୯ ମ ବ୍ୟାଚ ଡିଏସପି ପ୍ରୋବେସନରଙ୍କ ଦୀକ୍ଷାନ୍ତ ସମାରୋହ ଯୋଗଦେଲେ ଡିଜିପି

April 7, 2026

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.