Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆକ୍ସନ ମୋଡ଼୍‌ରେ ତହସିଲ୍‌ଦାର: ଚଢ଼ାଉ କରି ୧୮ହଜାର ଲିଟର ପୋଚ ନଷ୍ଟ
ଆଜିର ଖବର

ଆକ୍ସନ ମୋଡ଼୍‌ରେ ତହସିଲ୍‌ଦାର: ଚଢ଼ାଉ କରି ୧୮ହଜାର ଲିଟର ପୋଚ ନଷ୍ଟ

August 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ

ବ୍ରହ୍ମପୁର: ଗତକାଲି ଏକ ବଡ଼ଧରଣର ଗୁଟ୍‌ଖା କାରଖାନା ଉପରେ ତହସିଲ୍‌ଦାର ଏବଂ ଉପଜିଲ୍ଲାପାଳ ଚଢ଼ାଉ କରି ଦେଢ଼କୋଟି ଟଙ୍କାର ଗୁଟ୍‌ଖା ଏବଂ ସରଞ୍ଜାମ ଜବତ କରିଥିବାବେଳେ ଆଜି ପୁଣି ତହସିଲ୍‌ଦାର ଏକ ବେଆଇନ ମଦ ପ୍ରସ୍ତୁତ କାରଖାନା ଉପରେ ଚଢ଼ାଉ କରିଛନ୍ତି । ଲଗାତାର ଭାବେ ଏଭଳି ଚଢ଼ାଉ ହେଉଥିବାରୁ ଆକ୍ସନ୍ ମୋଡ଼୍‌ରେ ତହସିଲ୍‌ଦାର ଇପ୍‌ସିତା ପ୍ରିୟଦର୍ଶିନୀ ଥିବା ଲୋକେ ଚର୍ଚ୍ଚା କରୁଛନ୍ତି ।

ତହସିଲ୍‌ଦାରଙ୍କ ଏଭଳି ଚଢ଼ାଉକୁ ଦେଖି ଅଂଚଳରେ ଥିବା ବେଆଇନ କଳା ସାମ୍ରାଜ୍ୟ ବିସ୍ତାର କରିଥିବା ଲୋକଙ୍କ ମଧ୍ୟରେ କୋକୁଆ ଭୟ ଖେଳିଗଲାଣି । ଆଜି କୌଣସି ବିଶେଷ ସୂତ୍ରରୁ କୁକୁଡ଼ାଖଣ୍ଡି ତହସିଲ୍ ଅନ୍ତର୍ଗତ ଢ଼େପାଗୁଡ଼ା ଅଂଚଳରେ ଏକ ଚୋରା ଦେଶୀ ମଦ ତିଆରି କାରଖାନା ଚାଲିଥିବା ଖବର ପାଇଁ ତହସିଲ୍‌ଦାର, ତାଙ୍କ ଟିମ୍ ଏବଂ ବ୍ରହ୍ମପୁର ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ ହୋଇଥିଲା । ଚଢ଼ାଉ ବେଳେ ୧୮୦୦୦ ଲିଟର ପୋଚକୁ ନଷ୍ଟ କରିବା ସହ ମଦ ପ୍ରସ୍ତୁତି ପାଇଁ ସରଞ୍ଜାମଗୁଡ଼ିକ ଜବତ କରାଯାଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରସ୍ଥିତ CSIR-IMMT ଗସ୍ତ କଲେ ଆମେରିକୀୟ କନସୁଲ ଜେନେରାଲ

September 10, 2026

ସୋଆ କୃଷି ମହାବିଦ୍ୟାଳୟର ୨୦୨୬ ବ୍ୟାଚ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

September 10, 2026

ବିରଜାଈ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତା ସମାବେଶ ଓ ମିଶ୍ରଣ ପର୍ବ

September 10, 2026

ସେପ୍ଟେମ୍ବର ୧୦ ରାଶିଫଳ: କ’ଣ ରହିବ ଆପଣଙ୍କ ଭାଗ୍ୟଫଳ?

September 10, 2026
Latest News

ଭୁବନେଶ୍ୱରସ୍ଥିତ CSIR-IMMT ଗସ୍ତ କଲେ ଆମେରିକୀୟ କନସୁଲ ଜେନେରାଲ

September 10, 2026

ସୋଆ କୃଷି ମହାବିଦ୍ୟାଳୟର ୨୦୨୬ ବ୍ୟାଚ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

September 10, 2026

ବିରଜାଈ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତା ସମାବେଶ ଓ ମିଶ୍ରଣ ପର୍ବ

September 10, 2026

ସେପ୍ଟେମ୍ବର ୧୦ ରାଶିଫଳ: କ’ଣ ରହିବ ଆପଣଙ୍କ ଭାଗ୍ୟଫଳ?

September 10, 2026

ସୁନା ମୁଦି ଯୋଜନାକୁ ନେଇ ବଡ଼ ଅପଡେଟ୍, ଘୁଞ୍ଚିଲା ଲଞ୍ଚ ଡେଟ୍

September 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.