Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ 1384 ପଜିଟିଭ୍‌ ଚିହ୍ନଟ
ଆଜିର ଖବର

ଆଜି ରାଜ୍ୟରୁ 1384 ପଜିଟିଭ୍‌ ଚିହ୍ନଟ

August 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି 1384 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 873ଜଣ ଚିହ୍ନଟ ହୋଇଥିବାବେଳେ 511ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 36ହଜାର 297କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 14 ହଜାର 095ଜଣ । ସେହିପରି ସୁସ୍ଥ ହୋଇଛନ୍ତି 21 ହଜାର 297ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 207ଜଣ । ସେହିପରି 41 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

e-IB ଅନଲାଇନ୍ ଆପ୍ଲିକେସନ୍ ସୁବିଧାକୁ ଶୁଭାରମ୍ଭ କଲେ ଆଇନ ମନ୍ତ୍ରୀ

January 29, 2026

ରାଜ୍ୟ ଖାଦ୍ୟଯୋଗାଣ ନିଗମ ପରିଦର୍ଶନ କରିବା ସହ ବ୍ୟବସ୍ଥାର ସମୀକ୍ଷା କଲେ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

January 29, 2026

‘ସିଆଇଆଇ ଏଣ୍ଟରପ୍ରାଇଜ ଓଡିଶା’ର ପ୍ରମୁଖ ଅଂଶୀଦାରଙ୍କ ସହ ମତ ବିନିମୟ କଲେ ମୁଖ୍ୟମନ୍ତ୍ରୀ

January 29, 2026

ମୁଖ୍ୟମନ୍ତ୍ରୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କଲେ ଷଷ୍ଠ ରାଜ୍ୟ ଅର୍ଥ କମିଶନର: ‘ସମୀକ୍ଷା’ ପୋର୍ଟାଲ ଉନ୍ମୋଚିତ

January 29, 2026
Latest News

ବିଶ୍ୱ ଶକ୍ତି ଚାହିଦା-ଯୋଗାଣ ସନ୍ତୁଳନରେ ଭାରତ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ: ପ୍ରଧାନମନ୍ତ୍ରୀ

January 29, 2026

e-IB ଅନଲାଇନ୍ ଆପ୍ଲିକେସନ୍ ସୁବିଧାକୁ ଶୁଭାରମ୍ଭ କଲେ ଆଇନ ମନ୍ତ୍ରୀ

January 29, 2026

ରାଜ୍ୟ ଖାଦ୍ୟଯୋଗାଣ ନିଗମ ପରିଦର୍ଶନ କରିବା ସହ ବ୍ୟବସ୍ଥାର ସମୀକ୍ଷା କଲେ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

January 29, 2026

‘ସିଆଇଆଇ ଏଣ୍ଟରପ୍ରାଇଜ ଓଡିଶା’ର ପ୍ରମୁଖ ଅଂଶୀଦାରଙ୍କ ସହ ମତ ବିନିମୟ କଲେ ମୁଖ୍ୟମନ୍ତ୍ରୀ

January 29, 2026

ମୁଖ୍ୟମନ୍ତ୍ରୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କଲେ ଷଷ୍ଠ ରାଜ୍ୟ ଅର୍ଥ କମିଶନର: ‘ସମୀକ୍ଷା’ ପୋର୍ଟାଲ ଉନ୍ମୋଚିତ

January 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.