Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ପୁଣି 10ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 200 ଟପିଲା
ଆଜିର ଖବର

ଆଜି ପୁଣି 10ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 200 ଟପିଲା

August 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି କରୋନା ସଂକ୍ରମଣରେ ଆଉ 10 ଜଣଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ ଓ ରାୟଗଡା ଜିଲ୍ଲାରୁ ସର୍ବାଧିକ 3 ଜଣ ଲେଖାଏଁ ମୃତ୍ୟୁବରଣ କରିଥିବାବେଳେ ଗଜପତିରୁ 2ଜଣ ଓ କଳାହାଣ୍ଡି ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଥିବାର ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ  ଓ ପରିବାର ବିଭାଗ ।

ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 207କୁବୃଦ୍ଧି ପାଇଥିବାବେଳେ ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା 106କୁ ବୃଦ୍ଧି ହୋଇଛି।  ସେହିପରି ଖୋର୍ଦ୍ଧା ଜିଲ୍ଲାରେ ମୃତ୍ୟସଂଖ୍ୟା 29କୁ ବୃଦ୍ଧି ହୋଇଥିବାବେଳେ ଗଜପତିରେ 13, କଳାହାଣ୍ଡିରେ ମୃତ୍ୟୁ ସଂଖ୍ୟା2କୁ ବୃଦ୍ଧି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଚୀନ୍‌-ଆମେରିକା ଉପରେ ନିର୍ଭରଶୀଳତା ୟୁରୋପକୁ ଭାରି ପଡ଼ୁଛି: ୱେଭର

September 4, 2026

ଓଡ଼ିଶା ଯାତ୍ରୀ ଦ୍ୱାରା ଭାରତର ପ୍ରଥମ ରାଜ୍ୟ-ମାଲିକାନା ସୁରକ୍ଷା ଆପ୍‌ର ଶୁଭାରମ୍ଭ

September 4, 2026

ଓଡ଼ିଶୀ ନୃତ୍ୟ ଜଗତରେ ଅପୂରଣୀୟ ଶୂନ୍ୟତା: ବିଶିଷ୍ଟ ନୃତ୍ୟଶିଳ୍ପୀ ବିଜୟଲକ୍ଷ୍ମୀ ମହାନ୍ତିଙ୍କ ପରଲୋକ

September 4, 2026

ମିଳିଲା ସିଏମ୍ କିଷାନ୍ ଟଙ୍କା: ୪୧.୩୫ ଲକ୍ଷ ଚାଷୀଙ୍କ ଖାତାକୁ ଗଲା ୮୩୩ କୋଟି

September 4, 2026
Latest News

ବିଷାକ୍ତ ଗ୍ୟାସ ଲିକ୍‌, ୩୭ ମୃତ

September 4, 2026

ଚୀନ୍‌-ଆମେରିକା ଉପରେ ନିର୍ଭରଶୀଳତା ୟୁରୋପକୁ ଭାରି ପଡ଼ୁଛି: ୱେଭର

September 4, 2026

ଓଡ଼ିଶା ଯାତ୍ରୀ ଦ୍ୱାରା ଭାରତର ପ୍ରଥମ ରାଜ୍ୟ-ମାଲିକାନା ସୁରକ୍ଷା ଆପ୍‌ର ଶୁଭାରମ୍ଭ

September 4, 2026

ଓଡ଼ିଶୀ ନୃତ୍ୟ ଜଗତରେ ଅପୂରଣୀୟ ଶୂନ୍ୟତା: ବିଶିଷ୍ଟ ନୃତ୍ୟଶିଳ୍ପୀ ବିଜୟଲକ୍ଷ୍ମୀ ମହାନ୍ତିଙ୍କ ପରଲୋକ

September 4, 2026

ମିଳିଲା ସିଏମ୍ କିଷାନ୍ ଟଙ୍କା: ୪୧.୩୫ ଲକ୍ଷ ଚାଷୀଙ୍କ ଖାତାକୁ ଗଲା ୮୩୩ କୋଟି

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.