Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିମ୍‌ ଓ ଯୋଗକେନ୍ଦ୍ର ପାଇଁ ଗାଇଡ୍‌ଲାଇନ୍‌ ଜାରି କଲେ କେନ୍ଦ୍ର ସରକାର
ଆଜିର ଖବର

ଜିମ୍‌ ଓ ଯୋଗକେନ୍ଦ୍ର ପାଇଁ ଗାଇଡ୍‌ଲାଇନ୍‌ ଜାରି କଲେ କେନ୍ଦ୍ର ସରକାର

August 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଜିମ୍ନାସିୟମ୍‌ ଓ ଯୋଗକେନ୍ଦ୍ର ପାଇଁ କେନ୍ଦ୍ର ସରକାର ଗାଇଡଲାଇନ୍‌ ଜାରି କରିଛନ୍ତି । କେବଳ କଣ୍ଟେନମେଣ୍ଟ ଜୋନ୍‌ ବାହାରେ ଥିବା ଜିମ୍‌ ଓ ଯୋଗକେନ୍ଦ୍ରକୁ ଖୋଲିବାକୁ ଅନୁମତି ମିଳିଛି । ସେହିପରି ଏହି ଜିମ୍‌ ଓ ଯୋଗ କେନ୍ଦ୍ରକୁ 65 ବର୍ଷୀୟ ବୟସ୍କ ବ୍ୟକ୍ତି, ଗର୍ଭବତୀ ଓ 10 ବର୍ଷରୁ କମ୍‌ ଶିଶୁଙ୍କୁ ବାରଣ କରାଯାଇଛି । ଯୋଗାଭ୍ୟାସ ଓ ବ୍ୟାୟାମ ବେଳେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି ।ଅତିକମ୍‌ରେ 6 ଫୁଟ୍‌ ଦୂରତା ବଜାୟ ରଖିବାକୁ ପରାମର୍ଶ । ଜିମ୍ନାସିୟମ୍‌ ଓ ଯୋଗକେନ୍ଦ୍ର ପରିସରରେ ଛେପ ପକାଇବା ସମ୍ପୂର୍ଣ୍ଣ ବାରଣ କରାଯାଇଛି । ସେହିପରି ବ୍ୟାୟମ ଉପକରଣ ବ୍ୟବହାର କରିବା ପୂର୍ବରୁ ହାତକୁ ସାନିଟାଇଜ୍‌ କରାଯିବାକୁ ପରାମର୍ଶ ଦିଆଯାଇଛି । ସୂଚନାଯୋଗ୍ୟ, ଅନଲକ୍‌ 3.0ରେ କେନ୍ଦ୍ର ସରକାର ଅଗଷ୍ଟ 5 ତାରିଖରୁ ଜିମ୍‌ ଓ ଯୋଗ କେନ୍ଦ୍ର ଖୋଲିବାକୁ ଅନୁମତି ପ୍ରଦାନ କରିଛନ୍ତି । (ଏଜେନ୍ସି)

yoga
Share. Facebook Twitter LinkedIn Email WhatsApp Copy Link

Related Posts

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026
Latest News

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.