Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 9ଜଣଙ୍କ ମୁଣ୍ଡ ନେଲା କରୋନା : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 216କୁ ବୃଦ୍ଧି
ଆଜିର ଖବର

ଆଉ 9ଜଣଙ୍କ ମୁଣ୍ଡ ନେଲା କରୋନା : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 216କୁ ବୃଦ୍ଧି

August 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରୁ 9ଜଣଙ୍କ ମୁଣ୍ଡ ନେଇଛି କରୋନା। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ 6 ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ପୁରୀ, ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଥିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ଗଞ୍ଜାମରୁ ସର୍ବାଧିକ 6ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ମୃତକଙ୍କ ମଧ୍ୟରେ ଜଣେ 2 ଜଣ ମହିଳା ଥିବାବେଳେ ଚାରି ଜଣ ପୁରୁଷ ରହିଛନ୍ତି । ମୃତ ପୁରୁଷଙ୍କ ବୟସ ଯଥାକ୍ରମେ 40, 50, 46, 60 ବର୍ଷ ହୋଇଥିବାବେଳେ ଦୁଇ ମହିଳାଙ୍କ ବୟସ ଯଥାକ୍ରମେ  75 ଓ 60 ବର୍ଷ ବୋଲି ସୂଚନା ରହିଛି ।

ସେହିପରି ପୁରୀରୁ ମୃତ୍ୟୁବରଣ କରିିଥିବା ଆକ୍ରାନ୍ତଙ୍କ ବୟସ୍କ 57 ବର୍ଷ । ଯାଜପୁରର ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 40 ବର୍ଷ ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଲାରେ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 55 ବର୍ଷ ବୋଲି ଜଣାପଡିଛି ।

ଆଜି ଗଞ୍ଜାମ ଜିଲ୍ଲାରୁ 6ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜିଲ୍ଲାରେ ସର୍ବାଧିକ112ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଲାରେ ମୃତକଙ୍କ ସଂଖ୍ୟା 30ରେ ପହଞ୍ଚିଛି । ସେହିପରି ଯାଜପୁରରେ ମୃତ୍ୟୁ ସଂଖ୍ୟା 2କୁ ବୃଦ୍ଧି ହୋଇଥିବାବେଳେ ପୁରୀରେ ଏହା 3କୁ ବୃଦ୍ଧି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026
Latest News

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.