Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଣିକି ପାର୍ସଲରେ ଚାଟ୍‌ ଗୁପ୍‌ଚୁପ୍‌ : ଖାଦ୍ୟ ବିକ୍ରୟକାରୀଙ୍କ ପାଇଁ ଗାଇଡଲାଇନ୍‌ ଜାରି କଲା ବିଏମ୍‌ସି
ଆଜିର ଖବର

ଏଣିକି ପାର୍ସଲରେ ଚାଟ୍‌ ଗୁପ୍‌ଚୁପ୍‌ : ଖାଦ୍ୟ ବିକ୍ରୟକାରୀଙ୍କ ପାଇଁ ଗାଇଡଲାଇନ୍‌ ଜାରି କଲା ବିଏମ୍‌ସି

August 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ଖାଦ୍ୟ ବିକ୍ରୟକାରୀଙ୍କ ପାଇଁ ଭୁବନେଶ୍ବର ମହାନଗର ନିଗମ ଗାଇଡଲାଇନ୍‌ ଜାରି କରିଛି । ରେଷ୍ଟୁରାଣ୍ଟ, ଢାବା, ରାସ୍ତାକଡ ଠେଲା ଦୋକାନୀଙ୍କ ପାଇଁ ଗାଇଡଲାଇନ୍‌ ଜାରି କରିଛି ବିଏମ୍‌ସି  । ହୋଟେଲ୍‌ରେ ଥିବା ଅତିଥିମାନଙ୍କ ପାଇଁ ରେଷ୍ଟୁରାଣ୍ଟ ଖୋଲିପାରିବ ।  ତେବେ ହୋଟେଲ୍‌ କିମ୍ବା ରେଷ୍ଟୁରାଣ୍ଟଗୁଡିକ ଗ୍ରାହକଙ୍କୁ ବସାଇ ଖୁଆଇପାରିବେନି । ପାର୍ସଲ ଦେଇପାରିବେ ବୋଲି ସୂଚନା ରହିଛି ।  ସେହିପରି ରାସ୍ତାକଡରେ ଥିବା ଢାବା ମଧ୍ୟ କେବଳ ଖାଦ୍ୟ ପାର୍ସଲ ଦେଇପାରିବେ । ରାସ୍ତାକଡରେ ଥିବା ଜଳଖିଆ ଦୋକାନୀ, ଗୁପ୍‌ଚୁପ୍‌, ଚାଟ୍‌ କେବଳ ପାର୍ସଲ ଦେଇପାରିବେ । ଚା, ଲସି, ଜୁସ୍‌ ଦୋକାନ ମଧ୍ୟ କେବଳ ପାର୍ସଲ ଦେଇପାରିବେ  ବୋଲି ବିଏମ୍‌ସି ସୂଚନା ଦେଇଛି ।

ଅନଲକ୍‌ 3.0ରେ ରେଷ୍ଟୁରାଣ୍ଟ ଖୋଲିବାକୁ  ସର୍ତ୍ତ ମୂଳକ ଅନୁମତି ମିଳିଛି । ସେହିପରି ରାସ୍ତାକଡରେ ବିକ୍ରି ହେଉଥିବା ଦୋକାନରେ ଗହଳି ହେଉଥିବାରୁ ବିଏମ୍‌ସି ଗାଇଡ୍‌ ଲାଇନ୍‌ ଜାରି କରିଛି । ଅନଲକ୍‌ 3.0ରେ ମଧ୍ୟ ମୁଖ୍ୟ ଶାସନ ସଚିବ ରାସ୍ତା କଡ ଜଳଖିଆ ଦୋକାନରେ ନ ଖାଇ ପାର୍ସଲ ଆଣିବାକୁ କହିଥିଲେ । ରାସ୍ତାକଡ ଦୋକାନରେ ଖାଇବା ଦ୍ବାରା ସାମାଜିକ ଦୂରତ୍ବ ବାଧାପ୍ରାପ୍ତ ହେଉଛି । ସାମାଜିକ ଦୂରତ୍ବ  ରଖିବା ସହିତ ବ୍ୟବସାୟ କରିବାକୁ ବିଏମ୍‌ସି ଗାଇଡଲାଇନ୍‌ ଜାରି କରିଛି ।

bmc
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.