Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଜେଇ ହେଲା ଅଯୋଧ୍ୟା ନଗରୀ, ଭୂମିପୂଜାରେ ପ୍ରଧାନମନ୍ତ୍ରୀ ମୋଦୀ ଯୋଗଦେଉଥିବାରୁ ସୁରକ୍ଷା କଡାକଡି
ଆଜିର ଖବର

ସଜେଇ ହେଲା ଅଯୋଧ୍ୟା ନଗରୀ, ଭୂମିପୂଜାରେ ପ୍ରଧାନମନ୍ତ୍ରୀ ମୋଦୀ ଯୋଗଦେଉଥିବାରୁ ସୁରକ୍ଷା କଡାକଡି

August 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅଯୋଧ୍ୟା, ବହୁ ପ୍ରତିକ୍ଷିତ ଶ୍ରୀରାମ ମନ୍ଦିର ଭୂମି ପୂଜା ପାଇଁ ବର୍ତ୍ତମାନ ଅଯୋଧ୍ୟା ନଗରୀ ସଜେଇ ହୋଇ ପଡିଛି। ଏହି ଭୂମିପୂଜା ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦବେନ ପଟେଲ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ,ଆରଏସଏସ ମୁଖ୍ୟ ମୋହନ ଭାଗବତ ପ୍ରମୁଖ ଯୋଗଦେବେ।

ସେଥିପାଇଁ ପୁରା ଅଯୋଧ୍ୟାକୁ ସୁରକ୍ଷା କବଳକୁ ନିଆଯାଇଛି। ଯେହେତୁ ସେହି ସ୍ଥାନଟି ବହୁ ବର୍ଷ ଧରି ବିବାଦୀୟ ହୋଇ ରହିଥିଲା। ସେଥିପାଇଁ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ରଖି ତ୍ରିସ୍ତରୀୟ ସୁରକ୍ଷା କରାଯାଇଛି। ଗତ ସୋମବାରଠାରୁ ଅଯୋଧ୍ୟାକୁ ସିଲ କରାଯାଇଛି। ମନ୍ଦିର ସ୍ଥଳରେ କମାଣ୍ଡୋମାନେ ପଇଁତରା ମାରୁଛନ୍ତି। ପ୍ରଧାନମନ୍ତ୍ରୀ ବୁଧବାର ସକାଳେ ଭୂମିପୂଜା ଉତ୍ସବରେ ଯୋଗଦେବେ।

ayodhya rammandir
Share. Facebook Twitter LinkedIn Email WhatsApp Copy Link

Related Posts

ଓମର ଅବଦୁଲ୍ଲାଙ୍କ ବିରୋଧରେ ମଧ୍ୟ ବିଦ୍ରୋହ!: ନୋ-ନେଟୱାର୍କ ଜୋନକୁ ଗଲେ ଦଳର ସାଂସଦ ଏବଂ ବିଧାୟକ

June 3, 2026

ବହୁତଳ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ୨୦ ମୃତ!

June 3, 2026

ମମତା ବାନାର୍ଜୀଙ୍କ ବିରୋଧରେ ବଡ଼ ବିଦ୍ରୋହ!: ୫୯ ବିଧାୟକଙ୍କ ସମର୍ଥନ ଦାବି କଲେ ରୀତବ୍ରତ ବାନାର୍ଜୀ

June 3, 2026

କମ୍ପାନୀଗୁଡ଼ିକର ଲମ୍ବା ଧାଡ଼ି: ଆକାଶଛୁଆଁ ହେଲା ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ରାଣ୍ଡ ମୂଲ୍ୟ

June 3, 2026
Latest News

ଓମର ଅବଦୁଲ୍ଲାଙ୍କ ବିରୋଧରେ ମଧ୍ୟ ବିଦ୍ରୋହ!: ନୋ-ନେଟୱାର୍କ ଜୋନକୁ ଗଲେ ଦଳର ସାଂସଦ ଏବଂ ବିଧାୟକ

June 3, 2026

ବହୁତଳ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ୨୦ ମୃତ!

June 3, 2026

ମମତା ବାନାର୍ଜୀଙ୍କ ବିରୋଧରେ ବଡ଼ ବିଦ୍ରୋହ!: ୫୯ ବିଧାୟକଙ୍କ ସମର୍ଥନ ଦାବି କଲେ ରୀତବ୍ରତ ବାନାର୍ଜୀ

June 3, 2026

କମ୍ପାନୀଗୁଡ଼ିକର ଲମ୍ବା ଧାଡ଼ି: ଆକାଶଛୁଆଁ ହେଲା ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ରାଣ୍ଡ ମୂଲ୍ୟ

June 3, 2026

ଜୀ ସାର୍ଥକର ତରଫରୁ ‘କିଛି ସତ କିଛି ମିଛ’ ର ଆଲୋକ ଓ ଛବିର ବିବାହ ଉତ୍ସବ ପାଇଁ ନିମନ୍ତ୍ରଣ

June 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.