ନୂଆଦିଲ୍ଲୀ: ସୁପ୍ରିମ କୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ତଥା ରାଜ୍ୟସଭା ସଦସ୍ୟ ରଞ୍ଜନ ଗୋଗୋଇ କରୋନା ଆକ୍ରାନ୍ତ ହୋଇଛନ୍ତି। ଆଜି ତାଙ୍କର କଫ ପରୀକ୍ଷା ରିପୋର୍ଟ ପଜିଟିଭ ଆସିଛି। ଦେଶର ପୂର୍ବତନ ମୁଖ୍ୟ ବିଚାରପତି ଭାବରେ ସେ ରାମ ମନ୍ଦିର ମାମଲାର ରାୟ ଶୁଣାଇଥିଲେ। (ଏଜେନ୍ସି) କରୋନା ଆକ୍ରାନ୍ତ
‘‘ଦୈନନ୍ଦିନ ଆବଶ୍ୟକତା ସୁନିଶ୍ଚିତ କରିବା – ସମସ୍ତଙ୍କ ପାଇଁ ଜନସେବା ଓ ସମ୍ମାନ’’ ଶୀର୍ଷକ ଜାତୀୟ ସମ୍ମିଳନୀDecember 10, 2025
ଭବିଷ୍ୟତ ପାଇଁ ପ୍ରସ୍ତୁତ ଭିତ୍ତିଭୂମି ଲାଗି 13ଶହରୁ ଅଧିକ ଷ୍ଟେସନର ଉନ୍ନତିକରଣ କରାଯାଉଛି: ଅଶ୍ୱିନୀ ବୈଷ୍ଣବDecember 10, 2025