ନୂଆଦିଲ୍ଲୀ: ସୁପ୍ରିମ କୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ତଥା ରାଜ୍ୟସଭା ସଦସ୍ୟ ରଞ୍ଜନ ଗୋଗୋଇ କରୋନା ଆକ୍ରାନ୍ତ ହୋଇଛନ୍ତି। ଆଜି ତାଙ୍କର କଫ ପରୀକ୍ଷା ରିପୋର୍ଟ ପଜିଟିଭ ଆସିଛି। ଦେଶର ପୂର୍ବତନ ମୁଖ୍ୟ ବିଚାରପତି ଭାବରେ ସେ ରାମ ମନ୍ଦିର ମାମଲାର ରାୟ ଶୁଣାଇଥିଲେ। (ଏଜେନ୍ସି) କରୋନା ଆକ୍ରାନ୍ତ ପୂର୍ବତନ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ
ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡରେ ସ୍ଥାନ ପାଇଲା ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା ୨୦୨୫’: ଧର୍ମେନ୍ଦ୍ର ପ୍ରଧାନAugust 4, 2025