Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାମ ମନ୍ଦିର ପାଇଁ ଅଯୋଧ୍ୟା ପ୍ରସ୍ତୁତ : ଅଯୋଧ୍ୟା ଅଭିମୁଖେ ବାହାରିଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ରାମ ମନ୍ଦିର ପାଇଁ ଅଯୋଧ୍ୟା ପ୍ରସ୍ତୁତ : ଅଯୋଧ୍ୟା ଅଭିମୁଖେ ବାହାରିଲେ ପ୍ରଧାନମନ୍ତ୍ରୀ

August 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଉ କିଛି ସମୟ ପରେ ଅଯୋଧ୍ୟାରେ ଭବ୍ୟ ଶ୍ରୀରାମ ମନ୍ଦିର ନିର୍ମାଣର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୂମି ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ସରିଛି। ମହାସମାରୋହରେ ଭୂମି ପୂଜନ ପାଇଁ ଏକ ଭବ୍ୟ ଉତ୍ସବର ଆୟୋଜନ କରାଯାଇଛି। ଅଯୋଧ୍ୟାରେ ଭୂମି ପୂଜନ ପାଇଁ ସରଜୁ ନଦୀ କୂଳକୁ ସଜ୍ଜିତ କରାଯାଇଛି। ସାଧୁସନ୍ଥଙ୍କ ରାମଧ୍ବନି ସହ ଅଖଣ୍ଡ ରାମାୟଣ ଗାନରେ କମ୍ପୁଛି ଚଉଦିଗ।

ଅପରପକ୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଅଯୋଧ୍ୟା ପାଇଁ ବାହାରି ସାରିଲେଣି। ପିଏମ୍‌ଓ ତରଫରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟା ଅଭିମୁଖେ ଏକ ସ୍ବତନ୍ତ୍ର ବିମାନରେ ଆସୁଥିବାର ଏକ ଫଟୋ ଜାରି କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଲକ୍ଷ୍ନୌ ବିମାନ ବନ୍ଦରରେ 10ଟା 35ରେ ପହଞ୍ଚିବେ। ଅଯୋଧ୍ୟାରେ ପ୍ରଥମେ ହନୁମାନଗଡି ମନ୍ଦିର ଦର୍ଶନ କରିବେ ମୋଦି। ମଧ୍ୟାହ୍ନ 12ଟା ସମୟରେ ରାମଜନ୍ମଭୂମିରେ ନରେନ୍ଦ୍ର ମୋଦି ପହଞ୍ଚିବେ। ମଧ୍ୟାହ୍ନ 12ଟା 30ରୁ ଭୂମି ପୂଜା ଆରମ୍ଭ ହେବ।  (ଏଜେନ୍ସି)

ayodhya bhumi pujan narendramodi ram mandir
Share. Facebook Twitter LinkedIn Email WhatsApp Copy Link

Related Posts

ବଲାଙ୍ଗିରରେ ୧୮ରୁ ୨୧ ଯାଏଁ ସ୍କୁଲ, କଲେଜ ଛୁଟି

April 18, 2026

ଟଙ୍କାର ହିସାବ ଦେଇନପାରିବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 17, 2026

ଗୁଳିମାଡ଼ରେ ଯୁବକ ମୃତ

April 17, 2026

ହର୍ମୁଜ୍ ଖୋଲିଲା ଇରାନ: ଧନ୍ୟବାଦ ଜଣାଇଲେ ଡୋନାଲ୍ଡ ଟ୍ରମ୍ପ

April 17, 2026
Latest News

ବଲାଙ୍ଗିରରେ ୧୮ରୁ ୨୧ ଯାଏଁ ସ୍କୁଲ, କଲେଜ ଛୁଟି

April 18, 2026

ଟଙ୍କାର ହିସାବ ଦେଇନପାରିବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 17, 2026

ଗୁଳିମାଡ଼ରେ ଯୁବକ ମୃତ

April 17, 2026

ଅନୁଗୋଳ ମହୋତ୍ସବ-୨୦୨୬: ୫୫୯ କୋଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

April 17, 2026

ଜୟଦେବ ଭବନରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳିତ

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.