Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିପ୍ଆଇଏମ୍ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷିତ , ଭୁବନେଶ୍ୱରରୁ ଜନାର୍ଦ୍ଦନ ପତି
ଆଜିର ଖବର

ସିପ୍ଆଇଏମ୍ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷିତ , ଭୁବନେଶ୍ୱରରୁ ଜନାର୍ଦ୍ଦନ ପତି

March 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
cpim ist list releases
cpim ist list releases

କମ୍ୟୁନିଷ୍ଟ ପାର୍ଟି ଅଫ୍ ଇଣ୍ଡିଆ ପକ୍ଷରୁ ଆଜି ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏହି ପ୍ରଥମ ତାଲିକାରେ ସିପିଆଇଏମ୍‌ ପକ୍ଷରୁ ୪୫ଟି ଲୋକସଭା ଆସନର ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି।  ୨୦୧୯ ସାଧାରଣ ଲୋକସଭା ନିର୍ବାଚନ ତାରିଖ ଘୋଷଣା ପରେ ଚାଲିଛି ଜୋର୍‌ଦାର ରାଜନୀତି ଓ ସମୀକରଣ। ଏହି ପରିପ୍ରେକ୍ଷିରେ ସିପିଆଇଏମ୍ ତାର ପ୍ରଥମ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଭୁବନେଶ୍ୱର ଲୋକସଭା ଆସନକୁ ମଧ୍ୟ ସ୍ଥାନ ଦିଆଯାଇଛି। ପ୍ରକାଶିତ ତାଲିକା ଅନୁଯାୟୀ, ଭୁବନେଶ୍ୱରରୁ ଜନାର୍ଦ୍ଦନ ପତିଙ୍କୁ ଭୁବେନଶ୍ବରର ଲୋକସଭା ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି। ବିଜେପି, ବିଜେଡ଼ି ବିରୋଧରେ ସ୍ବର ଉତ୍ତୋଳନ କରାଯିବ ବୋଲି ଜନାର୍ଦ୍ଦନ କହିଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ, ବେକାରୀ, ଦଳିତ, ମହିଳା ଓ ସ୍ମାର୍ଟ ଆଦି ନିର୍ବାଚନୀ ବିଷୟକୁ ଧ୍ୟାନରେ ରଖି ନିର୍ବାଚନ ଲଢିବେ ବୋଲି କହିଛନ୍ତି ଜନାର୍ଦ୍ଦନ।  କଂଗ୍ରେସ ସହ ଅନ୍ୟ ବାମପନ୍ଥୀ ଶକ୍ତିମାନେ ତାଙ୍କୁ ଶକ୍ତି ଯୋଗାଇବେ ବୋଲି ସେ କହିଛନ୍ତି।

Odisha thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.