Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ପୁଣି 9ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 225କୁ ବୃଦ୍ଧି
ଆଜିର ଖବର

ଆଜି ପୁଣି 9ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 225କୁ ବୃଦ୍ଧି

August 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରୁ କରୋନା 9ଜଣଙ୍କ ଜୀବନ ନେଇଛି । ଗଞ୍ଜାମରୁ ସର୍ବାଧିକ 5 ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧା, ଗଜପତି, ସୁନ୍ଦରଗଡ, ଓ କେନ୍ଦୁଝରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ବୋଲି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଗଞ୍ଜାମର ମୃତକଙ୍କ ମଧ୍ୟରେ ଚାରିଜଣ ପୁରୁଷ ଥିବାବେଳେ ଜଣେ ମହିଳା ରହିଛନ୍ତି । ଗଞ୍ଜାମର ମୃତକଙ୍କ ମଧ୍ୟରେ 42, 59, 53, 63 ବର୍ଷୀୟ ପୁରୁଷ ଥିବାବେଳେ ଜଣେ 52 ବର୍ଷୀୟ ମହିଳା ରହିଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତ ଜଣକ 60 ବର୍ଷୀୟା ମହିଳା ବୋଲି ସୂଚନା ରହିଛି । ସୁନ୍ଦରଗଡରୁ 55 ବର୍ଷୀୟ ପୁରୁଷ ଓ ଗଜପତିରୁ 27 ବର୍ଷୀୟ ଯୁବକ ମୃତ୍ୟୁବରଣ କରିଛନ୍ତି । ଆଜି କେନ୍ଦୁଝରର ପ୍ରଥମ କରୋନା ମୃତ୍ୟୁ ହୋଇଛି । କେନ୍ଦୁଝରରୁ 21 ବର୍ଷୀୟ ଯୁବକ କରୋନାରେ ମୃତ୍ୟୁବରଣ କରିଛନ୍ତି ।

ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା 117କୁ ବୃଦ୍ଧି ହୋଇଥିବାବେଳେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 225କୁ ବୃଦ୍ଧି ହୋଇଛି । ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 31କୁ ବୃଦ୍ଧି ହୋଇଛି ।

Ganjam khurdha
Share. Facebook Twitter LinkedIn Email WhatsApp Copy Link

Related Posts

ଇରାନ–ଆମେରିକା ଚୁକ୍ତି ନିକଟତର!: ଆରାଘଚିଙ୍କ ମନ୍ତବ୍ୟ ଓ ଆଶାର ସଙ୍କେତ

June 13, 2026

କ୍ୟାବିନେଟ ବୈଠକ : ୮ ଟି ପ୍ରସ୍ତାବ ଉପରେ ମୋହର

June 12, 2026

ମେଡିକାଲ୍ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁ ଗିରଫ

June 12, 2026

ଆଇଏନଏସ ଚିଲିକାରେ ୨୦୨୬ ସଂସ୍କରଣ ପ୍ରଥମ୍ ବ୍ୟାଚ ଅଗ୍ନିବୀର ପାସିଂ ଆଉଟ ସମାରୋହ

June 12, 2026
Latest News

ଇରାନ–ଆମେରିକା ଚୁକ୍ତି ନିକଟତର!: ଆରାଘଚିଙ୍କ ମନ୍ତବ୍ୟ ଓ ଆଶାର ସଙ୍କେତ

June 13, 2026

କ୍ୟାବିନେଟ ବୈଠକ : ୮ ଟି ପ୍ରସ୍ତାବ ଉପରେ ମୋହର

June 12, 2026

ମେଡିକାଲ୍ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁ ଗିରଫ

June 12, 2026

ଆଇଏନଏସ ଚିଲିକାରେ ୨୦୨୬ ସଂସ୍କରଣ ପ୍ରଥମ୍ ବ୍ୟାଚ ଅଗ୍ନିବୀର ପାସିଂ ଆଉଟ ସମାରୋହ

June 12, 2026

ସରକାରଙ୍କ ୨ ବର୍ଷ ପୂର୍ତ୍ତି: ମାଗଣା ଚାଉଳ, ଦେୟମୁକ୍ତ ଶିକ୍ଷା ଓ ଭତ୍ତା ନେଇ ବଡ଼ ଘୋଷଣା

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.