Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନାରେ ଆଉ ଜଣେ ରାଜନେତାଙ୍କ ମୃତ୍ୟୁ : ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବାଜିରାଓ ପାଟିଲ ନୀଲାଙ୍ଗେକରଙ୍କ ପରଲୋକ
ଆଜିର ଖବର

କରୋନାରେ ଆଉ ଜଣେ ରାଜନେତାଙ୍କ ମୃତ୍ୟୁ : ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବାଜିରାଓ ପାଟିଲ ନୀଲାଙ୍ଗେକରଙ୍କ ପରଲୋକ

August 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାରାଷ୍ଟ୍ର : କଂଗ୍ରେସର ବରିଷ୍ଠ ନେତା ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବାଜୀରାଓ ପାଟିଲ ନୀଲାଙ୍ଗେକରଙ୍କ ଦେହାନ୍ତ ହୋଇଛି। 88 ବର୍ଷୀୟ ଶିବାଜୀରାଓ କରୋନା ଦ୍ୱାରା ସଂକ୍ରମିତ ହୋଇଥିଲେ । ଗତ ମାସରେ ସେ ସଂକ୍ରମିତ ହୋଇଥିବା ଜଣାପଡିଥିଲା, ପରେ ତାଙ୍କୁ ପୁନେର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଶିବାଜୀ ପାଟିଲ ନୀଲାଙ୍ଗେକର 1985 ରୁ 1986 ମସିହା ପର୍ଯ୍ୟନ୍ତ କିଛି ସମୟ ପାଇଁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଥିଲେ ।

ସୂଚନାଯୋଗ୍ୟ, କରୋନା ସଂକ୍ରମଣରେ ବହୁ ବଡ ବଡ ରାଜନେତା ମାନେ ସଂକ୍ରମିତ ହୋଇଛନ୍ତି । ନିକଟରେ ଗୃହ ମନ୍ତ୍ରୀ ଅମିତ୍‌ ଶାହା, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୂର୍ବତନ ବିଚାରପତି ରଞ୍ଜନ ଗୋଗେଇ ପ୍ରମୁଖ ଏହି କରୋନା ଦ୍ବାରା ସଂକ୍ରମିତ ହୋଇଛନ୍ତି । ନିକଟରେ ୟୁପିର ଜଣେ କ୍ୟାବିନେଟ୍‌ ମନ୍ତ୍ରୀ କରୋନା ଯୋଗୁ୍ଁ ପ୍ରାଣ ହରାଇଛନ୍ତି । (ଏଜେନ୍ସି)

corona death
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍: ସନ୍ଧ୍ୟାରେ ଭାରତ ବନାମ ଆମେରିକା ମ୍ୟାଚ୍, ଜାଣନ୍ତୁ ପିଚ୍ ରିପୋର୍ଟ

February 7, 2026

ମାଲେସିଆ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନ ବିବୃତ୍ତି

February 7, 2026

ମହଙ୍ଗା ପଡିଲା “ନମସ୍ତେ ଟ୍ରମ୍ପ”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିକୁ ଟାର୍ଗେଟ କଲା କଂଗ୍ରେସ

February 7, 2026

ଆଜି ସୁନା ଏବଂ ରୂପାର ମୂଲ୍ୟ ବଢିଛି ନା କମିଛି?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁର ଦର

February 7, 2026
Latest News

ଟି-୨୦ ବିଶ୍ୱକପ୍: ସନ୍ଧ୍ୟାରେ ଭାରତ ବନାମ ଆମେରିକା ମ୍ୟାଚ୍, ଜାଣନ୍ତୁ ପିଚ୍ ରିପୋର୍ଟ

February 7, 2026

ମାଲେସିଆ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନ ବିବୃତ୍ତି

February 7, 2026

ମହଙ୍ଗା ପଡିଲା “ନମସ୍ତେ ଟ୍ରମ୍ପ”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିକୁ ଟାର୍ଗେଟ କଲା କଂଗ୍ରେସ

February 7, 2026

ଆଜି ସୁନା ଏବଂ ରୂପାର ମୂଲ୍ୟ ବଢିଛି ନା କମିଛି?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁର ଦର

February 7, 2026

ବିଏମସିର ମେୟର ହେବେ ବିଜେପିର ଋତୁ ତାୱଡେ, ଶିବସେନାର ସଞ୍ଜୟ ଶଙ୍କର ଡେପୁଟି ମେୟର

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.