Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»24 ଘଣ୍ଟାରେ ଦେଶରେ କରୋନା ଯୋଗୁଁ ଆଖି ବୁଜିଲେ 857ଜଣ
ଆଜିର ଖବର

24 ଘଣ୍ଟାରେ ଦେଶରେ କରୋନା ଯୋଗୁଁ ଆଖି ବୁଜିଲେ 857ଜଣ

August 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ ଗତ 24 ଘଣ୍ଟା ମଧ୍ୟରେ କରୋନାରେ 857 ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବାବେଳେ 52 ହଜାର 509ଜଣ ଆକ୍ରାନ୍ତ ହୋଇଛନ୍ତି । ଦେଶରେ ସର୍ବମୋଟ ଆକ୍ରାନ୍ତଙ୍କ ସଂଖ୍ୟା 19 ଲକ୍ଷ 08 ହଜାର 254ରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା 39 ହଜାର 795କୁ ବୃଦ୍ଧି ହୋଇଛି । ଦେଶରେ ବର୍ତ୍ତମାନ ସୁଦ୍ଧା 5 ଲକ୍ଷ 86 244 ଜଣ ସକ୍ରିୟ ଆକ୍ରାନ୍ତ ରହିଥିବାବେଳେ ସୁସ୍ଥ ହୋଇଛନ୍ତି 12 ଲକ୍ଷ 82 ହଜାର 215 ଜଣ ।

ମହାରାଷ୍ଟ୍ରରେ ସର୍ବାଧିକ ଆକ୍ରାନ୍ତଙ୍କ 16 ହଜାର 142ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଗୁଜୁରାଟରେ 2 ହଜାର 533ଜଣ, ଦିଲ୍ଲୀରେ 4 ହଜାର 033 ଜଣ, ତାମିଲ୍‌ନାଡୁରେ 4 ହଜାର 349ଜଣ, ଉତ୍ତରପ୍ରଦେଶରେ 1ହଜାର 817ଜଣ, ପଶ୍ଚିମବଙ୍ଗରେ 1 ହଜାର 785ଜଣଙ୍କର ମୃତ୍ୟୁ ହୋଇଛି ।

coronaoutbreak
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଫେସର କହ୍ନେୟା ତ୍ରିପାଠୀଙ୍କ ଆଇସିଏଆର-ସିଆଇଡବ୍ଲୁଏ ପରିଦର୍ଶନ

March 23, 2026

ଆଜି ମାର୍ଚ୍ଚ ୨୩ ତାରିଖ: ଏହି ଆଠଟି ରାଶି ପାଇଁ ଖୁସି ଖବର, ବଢିବ ଧନ

March 23, 2026

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026
Latest News

ପ୍ରଫେସର କହ୍ନେୟା ତ୍ରିପାଠୀଙ୍କ ଆଇସିଏଆର-ସିଆଇଡବ୍ଲୁଏ ପରିଦର୍ଶନ

March 23, 2026

ଆଜି ମାର୍ଚ୍ଚ ୨୩ ତାରିଖ: ଏହି ଆଠଟି ରାଶି ପାଇଁ ଖୁସି ଖବର, ବଢିବ ଧନ

March 23, 2026

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.