Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମ ରାଷ୍ଟ୍ରୀୟ ଭାବନାର ପ୍ରତୀକ ହେବ ରାମ ମନ୍ଦିର : ନରେନ୍ଦ୍ର ମୋଦି
ଆଜିର ଖବର

ଆମ ରାଷ୍ଟ୍ରୀୟ ଭାବନାର ପ୍ରତୀକ ହେବ ରାମ ମନ୍ଦିର : ନରେନ୍ଦ୍ର ମୋଦି

August 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅଯୋଧ୍ୟା :  ଆଜି ଅଯୋଧ୍ୟାଠାରେ ଭବ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜା ଓ ଶିଳାନ୍ୟାସ କରିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି । ରାମ ମନ୍ଦିର ନିର୍ମାଣ ଦ୍ବାରା କେବଳ ଇତିହାସ ସୃଷ୍ଟି ହେଉନାହିଁ, ଇତିହାସର ପୁନରାବୃତ୍ତି ହେଉଛି ବୋଲି କହିଛନ୍ତି ମୋଦି । ଅଯୋଧ୍ୟାରେ ନିର୍ମାଣ ହେବାକୁ ଥିବା ରାମ ମନ୍ଦିର ଭାରତୀୟ ସଂସ୍କୃତିର ଦର୍ଶନ ଦେବ । ଏହାସହ ମାନବିକତାକୁ ଅନନ୍ତକାଳ ପାଇଁ ପ୍ରେରଣା ଦେବ।  ରାମ ମନ୍ଦିର ଆମ ସଂସ୍କୃତିର ଆଧୁନିକ ପ୍ରତୀକ ଓ ଜାତୀୟତାର ଭାବକୁ ଦର୍ଶାଇବ । ରାମ ସମସ୍ତଙ୍କର ଓ ସମସ୍ତଙ୍କଠାରେ ରାମ ରହିଛନ୍ତି । ଅନେକ ତ୍ୟାଗ, ବଳିଦାନ, ତପସ୍ୟା ଯୋଗୁଁ ଆଜି ସ୍ବପ୍ନ ସାକାର ହୋଇଛି । ଆମ ରାଷ୍ଟ୍ରୀୟ ଭାବନାର ପ୍ରତୀକ ହେବ ରାମ ମନ୍ଦିର  । ମନ୍ଦିର ସହ ଏହି ଅଞ୍ଚଳର ଅର୍ଥନୀତି ମଧ୍ୟ ବଦଳିବ । ଏଠାକୁ ସାରା ଦୁନିଆରୁ ଲୋକେ ଆସିବେ ।  ସମଗ୍ର ପୃଥିବୀରେ ଶ୍ରୀ ରାମଙ୍କ ପରି କେହି ନୀତିବାନ ଶାସକ ନାହାନ୍ତି ବୋଲଇ କହିଛନ୍ତି ମୋଦି । ଭାଙ୍ଗିବା ଓ ଗଢିବା ବ୍ୟତିକ୍ରମରୁ ଆଜି ରାମ ଜନ୍ମଭୂମି ମୁକ୍ତି ପାଇଛି ।ଏହି ମନ୍ଦିର ଆଗାମୀ ପିଢିକୁ ଆସ୍ଥା, ଶ୍ରଦ୍ଧା ଓ ସଂକଳ୍ପର ପ୍ରେରଣା ଯୋଗାଇବ ବୋଲି କହିଛନ୍ତି ମୋଦି ।

ସେହିପରି ଏହି ଭୂମି ପୂଜନ ଅବସରରେ ଯୋଗଦେଇଥିବା ଅନ୍ୟତମ ଅତିଥି ଭାବେ ଆରଏସଏସ୍‌ର ମୁଖ୍ୟ ମୋହନ ଭାଗବତ କହିଛନ୍ତି ଯେ, ରାମ ମନ୍ଦିର ନିର୍ମାଣ ପାଇଁ ନିଜ ମନକୁ ଅଯୋଧ୍ୟା କରିବାକୁ ହେବ । ସେହିପରି ଉତ୍ତରପ୍ରଦେଶ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ, ଆଜି ଭାରତ ପାଇଁ ଏକ ଐତିହାସିକ ଦିନ ।  (ଏଜେନ୍ସି)

eveof bhumipujanat ayordha pmnarendramodia@ayodhya
Share. Facebook Twitter LinkedIn Email WhatsApp Copy Link

Related Posts

‘ଜାଣିଶୁଣି ଭୋଟ ଗଣନାକୁ ବିଳମ୍ବ କରାଯାଉଛି’: ଖରାପ ପ୍ରଦର୍ଶନ ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା

May 4, 2026

ମର୍ମନ୍ତୁଦ ଦୁର୍ଘଟଣା : ୫ ମୃତ

May 4, 2026

କିଏ ହେବେ କେରଳର ମୁଖ୍ୟମନ୍ତ୍ରୀ?: କଂଗ୍ରେସ ନେତା ଶଶି ଥରୁର ଦେଲେ ସଙ୍କେତ

May 4, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ : ଭବାନୀପୁର ଆସନରେ ମମତା ବାନାର୍ଜୀ ଆଗୁଆ

May 4, 2026
Latest News

‘ଜାଣିଶୁଣି ଭୋଟ ଗଣନାକୁ ବିଳମ୍ବ କରାଯାଉଛି’: ଖରାପ ପ୍ରଦର୍ଶନ ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା

May 4, 2026

ମର୍ମନ୍ତୁଦ ଦୁର୍ଘଟଣା : ୫ ମୃତ

May 4, 2026

କିଏ ହେବେ କେରଳର ମୁଖ୍ୟମନ୍ତ୍ରୀ?: କଂଗ୍ରେସ ନେତା ଶଶି ଥରୁର ଦେଲେ ସଙ୍କେତ

May 4, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ : ଭବାନୀପୁର ଆସନରେ ମମତା ବାନାର୍ଜୀ ଆଗୁଆ

May 4, 2026

କେରଳ ବିଧାନସଭା ନିର୍ବାଚନ : ୧୦୦ ଆସନରେ ଆଗୁଆ କଂଗ୍ରେସ

May 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.