Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡ଼ି କାର୍ଯ୍ୟାଳୟରେ କୋଭିଡ୍ ଯୋଦ୍ଧାଙ୍କୁ ସମ୍ମାନାର୍ଥେ ନୀରବ ପ୍ରାର୍ଥନା ଓ ଶପଥ ଗ୍ରହଣ
ଆଜିର ଖବର

ବିଜେଡ଼ି କାର୍ଯ୍ୟାଳୟରେ କୋଭିଡ୍ ଯୋଦ୍ଧାଙ୍କୁ ସମ୍ମାନାର୍ଥେ ନୀରବ ପ୍ରାର୍ଥନା ଓ ଶପଥ ଗ୍ରହଣ

August 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡ଼ି କାର୍ଯ୍ୟାଳୟରେ କୋଭିଡ୍ ଯୋଦ୍ଧାଙ୍କୁ ସମ୍ମାନାର୍ଥେ ନୀରବ ପ୍ରାର୍ଥନା ଓ ଶପଥ ଗ୍ରହଣ

ଭୁବନେଶ୍ବର,  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ନାନ କ୍ରମେ ଆଜି ସଂଧ୍ୟା ୬ ଘଣ୍ଟିକାରେ ବିଜେଡି କାର୍ଯ୍ୟାଳୟରେ ନିରବ ପ୍ରାର୍ଥନା ସହିତ ଶପଥ ପାଠ ହୋଇଯାଇଛି। ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ତଥା ବିଜୁ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ ସଞ୍ଜୟ ଦାସବର୍ମାଙ୍କ ନେତୃତ୍ୱରେ ୧ ମିନିଟର ନିରବ ପ୍ରାର୍ଥନା କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ବିଜୁ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ ବିଜୟ ନାୟକ, ସତ୍ୟବ୍ରତ ପାତ୍ର, ସୁଲତା ଦେଓ, ଲୋପାମୁଦ୍ରା ବକ୍ସିପାତ୍ର, ଜନ୍ମଜୟ ଲେଙ୍କା, ଛାତ୍ର ଜନତା ଦଳ ରାଜ୍ଯ ସଭାପତି ରାଣାପ୍ରତାପ ପାତ୍ର, ବିଜୁ ଯୁବ ଜନତା ଦଳ ସଭାପତି ଅମରେଶ ପତ୍ରୀ,ମହିଳା ଜନତା ଦଳର ସାଧାରଣ ସମ୍ପାଦକ ସୁଲତ ଦେଓ,ଭାରତୀ ସିଂ, ସଂଯୁକ୍ତା ମହାନ୍ତି, ପ୍ରମୁଖ ଅଂଶ ଗ୍ରହଣ କରିଥିଲେ।ଏହି କାର୍ଯ୍ୟକ୍ରମକୁ ଯୁବ ବିଜେଡିର ଦୁର୍ଗା ସାମନ୍ତରାୟ,ମଳୟ ପତି, ଧୃତି ମାର୍ଥ।,ସୁନୀଲ ନାୟକ,ତାରିଣୀ ନାୟକଙ୍କ ସହ ଛାତ୍ର ବିଜେଡି ର ମନୋଜ ସେନାପତି, ସୁଜିତ ପାଲଟାସିଂହ,ପ୍ରମୋଦ ପାତ୍ର,ଧର୍ମେନ୍ଦ୍ର ଧଳ,ସଂଜୟ ବିଶୋଇ ଆଦି ପ୍ରମୁଖ ଉପସ୍ଥିତ ରହି କାର୍ଯ୍ଯକ୍ରମକୁ ସୁଚାରୁ ରୂପେ ସମ୍ପାଦନ କରିଥିଲେ।

BJD
Share. Facebook Twitter LinkedIn Email WhatsApp Copy Link

Related Posts

ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ୧୦ଟି ଜିଲ୍ଲାକୁ ‘ଗ୍ରାମୋଦୟ’ କାର୍ଯ୍ୟକ୍ରମକୁ ତ୍ୱରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

April 10, 2026

ଓଡ଼ିଶା ଉଠା ଜଳସେଚନ ନିଗମର ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

April 10, 2026

ଆଜି ଏପ୍ରିଲ ୧୦ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଶତ୍ରୁମାନେ ହେବେ ପରାସ୍ତ

April 10, 2026

ଇରାନ ଯୁଦ୍ଧ ଯୋଗୁଁ ବିଶ୍ୱ ଅର୍ଥନୀତିରେ ଗୁରୁତର ବିପର୍ଯ୍ୟୟ ଆଶଙ୍କା

April 9, 2026
Latest News

ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ୧୦ଟି ଜିଲ୍ଲାକୁ ‘ଗ୍ରାମୋଦୟ’ କାର୍ଯ୍ୟକ୍ରମକୁ ତ୍ୱରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

April 10, 2026

ଓଡ଼ିଶା ଉଠା ଜଳସେଚନ ନିଗମର ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

April 10, 2026

ଆଜି ଏପ୍ରିଲ ୧୦ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଶତ୍ରୁମାନେ ହେବେ ପରାସ୍ତ

April 10, 2026

ଇରାନ ଯୁଦ୍ଧ ଯୋଗୁଁ ବିଶ୍ୱ ଅର୍ଥନୀତିରେ ଗୁରୁତର ବିପର୍ଯ୍ୟୟ ଆଶଙ୍କା

April 9, 2026

ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅଗ୍ନିକାଣ୍ଡ

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.