Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରୁ ଇସ୍ତଫା ଦେଲେ ରାମପ୍ରସାଦ ଶର୍ମା
ଆଜିର ଖବର

ବିଜେପିରୁ ଇସ୍ତଫା ଦେଲେ ରାମପ୍ରସାଦ ଶର୍ମା

March 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
tejpur mp ramprasad sharma quits bjp
tejpur mp ramprasad sharma quits bjp

୨୦୧୯ ଲୋକସଭା ନିର୍ବାଚନ ତାରିଖ ଘୋଷଣା ହେବା ପରେ ଉଭୟ କେନ୍ଦ୍ର ଓ ରାଜ୍ୟସ୍ତରରେ ଦଳ ବଦଳ ପର୍ବ ଚାଲିଛି। ଏହି କ୍ରମରେ ଆସାମରେ ବିଜେପିରୁ ଇସ୍ତଫା ଦେଇଛନ୍ତି ଦଳର ବରିଷ୍ଠ ନେତା ତଥା ତେଜପୁର ଲୋକସଭା ସାଂସଦ ରାମପ୍ରସାଦ ଶର୍ମା। ବିଜେପିରେ ୨୯ ବର୍ଷ ଏବଂ ଆରଏସଏସ୍‌ ଓ ଭିଏଚ୍‌ପିରେ ୧୫ ବର୍ଷ କାର୍ଯ୍ୟ କଲା ପରେ ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ଦଳ ପକ୍ଷରୁ ତାଙ୍କୁ ଅଣଦେଖା କରାଯାଉଥିବାର ଅଭିଯୋଗ କରିଛନ୍ତି। ଏବଂ ଲୋକସଭା ନିର୍ବାଚିତ ପାଇଁ ସମ୍ଭାବିତ ପ୍ରାର୍ଥୀ ତାଲିକାରେ ତାଙ୍କ ନାମ ନଥିବାରୁ ସେ ଅପମାନିତ କରିଛନ୍ତି ବୋଲି ସୂଚନା ରହିଛି। ତେବେ ଏବେ ସେ କେଉଁ ଦଳରେ ଯୋଗଦେବେ ତାହ ଜଣାପଡ଼ିନାହିଁ।

sankhipta
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ଆମେରିକୀୟ ଏଫ-୩୫ ଲଢ଼ୁଆ ବିମାନକୁ ଖସାଇଲା ଇରାନ: ପାଇଲଟ୍‌ ଅଟକ

April 3, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.