Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ 1699 ପଜିଟିଭ୍‌ ଚିହ୍ନଟ : ରାଜ୍ୟରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 40 ହଜାର ଟପିଲା
ଆଜିର ଖବର

ଆଜି ରାଜ୍ୟରୁ 1699 ପଜିଟିଭ୍‌ ଚିହ୍ନଟ : ରାଜ୍ୟରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 40 ହଜାର ଟପିଲା

August 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି 1699 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 1073ଜଣ ଚିହ୍ନଟ ହୋଇଥିବାବେଳେ 626ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା  40 ହଜାର 717କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 14 ହଜାର 700ଜଣ । ସେହିପରି ସୁସ୍ଥ ହୋଇଛନ୍ତି 25 ହଜାର 737 ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 225ଜଣ । ସେହିପରି 46 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ବାଂଲାଦେଶ ଗସ୍ତ କରିବ ଟିମ୍ ଇଣ୍ଡିଆ: ODI ଏବଂ ଟି-୨୦ ସିରିଜର ସୂଚୀ ପ୍ରକାଶିତ

January 2, 2026

ପାକିସ୍ତାନୀ ନେତାମାନଙ୍କୁ ଭେଟିବାକୁ ମନା କଲେ ସାଉଦି ପ୍ରିନ୍ସ: ଅସୀମ ମୁନିରଙ୍କ ଉପରେ କ୍ଷୁବ୍ଧ

January 2, 2026

ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ମହାପ୍ରୟାଣ ଦିବସରେ ମୁଖ୍ୟମନ୍ତ୍ରୀ କଲେ ବଡ ଘୋଷଣା…

January 2, 2026

ପୋଷଣ ଅଭିଯାନ ୨୦୨୫-୨୬ କାର୍ଯ୍ୟକ୍ରମ ପରିଚାଳନା ଅଧୀନ ଜିଲ୍ଲାସ୍ତରୀୟ ଅଭିସରଣ କମିଟି ବୈଠକ

January 2, 2026
Latest News

ବାଂଲାଦେଶ ଗସ୍ତ କରିବ ଟିମ୍ ଇଣ୍ଡିଆ: ODI ଏବଂ ଟି-୨୦ ସିରିଜର ସୂଚୀ ପ୍ରକାଶିତ

January 2, 2026

ପାକିସ୍ତାନୀ ନେତାମାନଙ୍କୁ ଭେଟିବାକୁ ମନା କଲେ ସାଉଦି ପ୍ରିନ୍ସ: ଅସୀମ ମୁନିରଙ୍କ ଉପରେ କ୍ଷୁବ୍ଧ

January 2, 2026

ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ମହାପ୍ରୟାଣ ଦିବସରେ ମୁଖ୍ୟମନ୍ତ୍ରୀ କଲେ ବଡ ଘୋଷଣା…

January 2, 2026

ପୋଷଣ ଅଭିଯାନ ୨୦୨୫-୨୬ କାର୍ଯ୍ୟକ୍ରମ ପରିଚାଳନା ଅଧୀନ ଜିଲ୍ଲାସ୍ତରୀୟ ଅଭିସରଣ କମିଟି ବୈଠକ

January 2, 2026

ଭାରତ-ନ୍ୟୁଜିଲ୍ୟାଣ୍ଡ ଦିନିକିଆ ସିରିଜର ସମ୍ପୂର୍ଣ୍ଣ ସୂଚୀ, ଜାଣନ୍ତୁ କେବେ ଏବଂ କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

January 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.