Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ 118 ପଜିଟିଭ୍‌ ଚିହ୍ନଟ, 90 ସୁସ୍ଥ
ଆଜିର ଖବର

ଆଜି ଭୁବନେଶ୍ବରରୁ 118 ପଜିଟିଭ୍‌ ଚିହ୍ନଟ, 90 ସୁସ୍ଥ

August 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ଭୁବନେଶ୍ବରରୁ ଆଉ 118 ଜଣ ପଜିଟିଭ୍‌ ଚିହ୍ନଟ ହୋଇଛି । ନୂତନ 118 ଆକ୍ରାନ୍ତଙ୍କ ମଧ୍ୟରେ 71 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ  47ଜଣ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛନ୍ତି ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି ।

Image

କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ 71 ଜଣଙ୍କ ମଧ୍ୟରୁ ସ୍ବାସ୍ଥ୍ୟ ବିଭାଗରୁ 10 ଜଣ ରହିଥିବାବେଳ ରିଜର୍ଭ ପୋଲିସ୍‌ କଲୋନୀ, କଳିଙ୍ଗ ଷ୍ଟାଡିୟମ୍‌ନିକଟରୁ 7 ଜଣ, ନୟାପଲ୍ଲୀ ନୂଆ ସାହିରୁ 6 ଜଣ,ସୂର୍ଯ୍ୟ ନରଗରରୁ 4 ଜଣ, ୟୁନିଟ୍‌ -1ରୁ 3ଜଣ, ଗଜପତି ନଗରରୁ 2 ଜଣ ରହିଛନ୍ତି । ଆଜି ଆକ୍ରାନ୍ତଙ୍କ ମଧ୍ୟରେ ତିନିଜଣ ପୋଲିସ୍‌ କର୍ମଚାରୀ ରହିଛନ୍ତି ।

ସେହିପରି ଲୋକାଲ୍‌ କଣ୍ଟାକ୍ଟ 47ଜଣଙ୍କ ମଧ୍ୟରୁ ନୟାପଲ୍ଲୀରୁ ଜଣେ,ବରଗଡ ବ୍ରିଟ୍‌ କଲୋନୀରୁ ଜଣେ, ଭୀମଟାଙ୍କିରୁ ଜଣେ, କଳିଙ୍ଗନଗରରୁ 2 ଜଣ, ଚାରିନମ୍ବର ମସ୍‌ଜିଦ୍‌ କଲୋନୀରୁ ଜଣେ, ପୁରୁଣା ଭୁବନେଶ୍ବରରୁ 2 ଜଣ, ଭିଏସ୍‌ଏସ ନରରୁ ଜଣେ, ପଟିଆରୁ ଜଣେ, ନୟାପଲ୍ଲୀ ବ୍ରିଟ୍‌ କଲୋନୀରୁ2 ଜଣ, ଜୟଦେବ ବିହାର ବାଜପେୟୀ ନଗରରୁ ଜଣେ, ବମିଖାଲରୁ ତିନିଜଣ, ଭରତପୁରରୁ ତିନିଜଣ, ଘାଟିକିଆରୁ 2ଜଣ, ଝାରପଡାରୁ ଜଣେ, ବମିଖାଲରୁ 2 ଜଣ,  ରସୁଲଗଡ ଜିଜିପି କଲୋନୀରୁ ଜଣେ, ସହିଦ ନଗରରୁ ଜଣେ, ରେଲ୍‌ଓ୍ବେ କଲୋନୀରୁ ଜଣେ, ନୟାପଲ୍ଲୀ ସିଆରପି ସ୍କୋୟାରରୁ 2 ଜଣ, ସହିଦନଗର ତେଲୁଗୁ ବସ୍ତିର ଜଣେ, କପିଳ ପ୍ରସାଦରୁ ଜଣେ, ନାଗେଶ୍ବରଟାଙ୍ଗିରୁ 2 ଜଣ, କୋଳଥିଆରୁ ଜଣେ, ମୈତ୍ରୀ ବିହାରରୁଜଣେ, ଲକ୍ଷ୍ମୀସାଗରରୁ ଜଣେ, ବାଣୀବିହାର କ୍ୟାମ୍ପସ୍‌ରୁ ଜଣେ ରହିଛନ୍ତି ।

Image

Image

ଆଜି ଭୁବନେଶ୍ବରରୁ 90 ଜଣ ସୁସ୍ଥ ହୋଇଥିବାବେଳେ ନୂତନ 118 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 3 ହଜାର 472କୁ ବୃଦ୍ଧି ହୋଇଛି। ସେହିପରି 18 ଜଣ ମୃତ୍ୟୁବରଣ କରିଥିବାବେଳେ ସୁସ୍ଥ ହୋଇଛନ୍ତି ମୋଟ୍‌ 2ହଜାର151ଜଣ । ଏବେ ସୁଦ୍ଧା ରାଜଧାନୀରେ 1ହଜାର 301ଟି ସକ୍ରିୟ ମାମଲା ରହିଛି ।

bmc corona
Share. Facebook Twitter LinkedIn Email WhatsApp Copy Link

Related Posts

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026
Latest News

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.