Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଗଷ୍ଟ ୧୫ ପର୍ଯ୍ୟନ୍ତ ଜଗତସିଂହପୁର ଜିଲ୍ଲାର ସରକାରୀ କାର୍ଯ୍ୟାଳୟକୁ ସର୍ବସାଧାରଣଙ୍କ ପ୍ରବେଶ ଉପରେ କଟକଣା
ଆଜିର ଖବର

ଅଗଷ୍ଟ ୧୫ ପର୍ଯ୍ୟନ୍ତ ଜଗତସିଂହପୁର ଜିଲ୍ଲାର ସରକାରୀ କାର୍ଯ୍ୟାଳୟକୁ ସର୍ବସାଧାରଣଙ୍କ ପ୍ରବେଶ ଉପରେ କଟକଣା

August 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାରେ ଥିବା ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ସର୍ବସାଧାରଣଙ୍କ ଅବାଧ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି। ଏହି କଟକଣା ଆସନ୍ତା ୧୫.୦୮.୨୦୨୦ ରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ଜନସାଧାରଣ ସେମାନଙ୍କର ଆପତ୍ତି ଅଭିଯୋଗ ପ୍ରଶାସନର ଇ-ଅଭିଯୋଗ ପୋର୍ଟାଲ https://janasahajogajspur.org କିମ୍ବା ସୋସିଆଲ୍ ମିଡିଆ ନଚେତ୍ ହ୍ୱାଟସଆପ୍ ମାଧ୍ୟମରେ ଦାଖଲ କରିପାରିବେ।

ଏତଦବ୍ୟତୀତ ଜନସାଧାରଣ ତଥା ଅଧିକାରୀ ଓ କର୍ମଚାରୀଙ୍କ ନିରାପଦ ଦୃଷ୍ଟିରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସୁଥିବା ଜନସାଧାରଣ ସେମାନଙ୍କର ଆପତ୍ତି ଅଭିଯୋଗ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ପ୍ରବେଶ ପଥ ନିକଟରେ ଥିବା ଅଭିଯୋଗ ବାକ୍ସରେ ପକାଇ ପାରିବେ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

କରୋନା ସଂକ୍ରମଣ ଜଗତସିଂହପୁର ଜିଲ୍ଲା ସରକାରୀ କାର୍ଯ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.