Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»24 ଘଣ୍ଟାରେ ସର୍ବାଧିକ  62 ହଜାର 539 ଜଣ ଆକ୍ରାନ୍ତ
ଆଜିର ଖବର

24 ଘଣ୍ଟାରେ ସର୍ବାଧିକ  62 ହଜାର 539 ଜଣ ଆକ୍ରାନ୍ତ

August 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ମିଳିତ  ସୂଚନା ଅନୁସାରେ ଗତ 24ଘଣ୍ଟାରେ ସର୍ବାଧିକ 62,539ଜଣ କରୋନା ଦ୍ବାରା ଆକ୍ରାନ୍ତ ହୋଇଛନ୍ତି। ଭାରତରେ ସଂକ୍ରମିତଙ୍କ ସଂଖ୍ୟା 20 ଲକ୍ଷ ଟପିଲାଣି । ସେହିପରି ଗତ 24 ଘଣ୍ଟାରେ 886ଙ୍କ ମୃତ୍ୟୁ ହୋଇଛି। ଏଯାବତ୍ ଭାରତରେ 41,585 ଜଣଙ୍କର ପ୍ରାଣ ଯାଇ ସାରିଛି। ଦେଶରେ ଏବେ ସୁଧା 6, 07, 384 ଟି ସକ୍ରିୟ ମାମଲା ରହିଥିବା ବେଳେ 13, 78,106  ଜଣ ଆରୋଗ୍ୟ ଲାଭ କରିଛନ୍ତି ।

corona
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଆ କାବ୍ୟ ପୁରାଣ “ନୃସିଂହାବତାରମ୍” ଉନ୍ମୋଚିତ

April 30, 2026

ବୋଲେରୋ ଗାଡ଼ି ସହ ଗଞ୍ଜେଇ ଜବତ: ଚାଲାଣକାରୀ ଗିରଫ

April 30, 2026

ଦଶମ-ଦ୍ୱାଦଶ ଶ୍ରେଣୀ ଫଳାଫଳ ପ୍ରକାଶ କଲା CISCE: ଏହି ଲିଙ୍କ୍ ବ୍ୟବହାର କରି ତୁରନ୍ତ ଯାଞ୍ଚ କରନ୍ତୁ

April 30, 2026

ଏକଜିଟ୍ ପୋଲ ଫଳାଫଳରେ କ’ଣ ପାଇଲା କଂଗ୍ରେସ?: ଜାଣନ୍ତୁ କେଉଁଠି ଲାଭ ଆଉ କେଉଁଠି କ୍ଷତି?

April 30, 2026
Latest News

ଓଡ଼ିଆ କାବ୍ୟ ପୁରାଣ “ନୃସିଂହାବତାରମ୍” ଉନ୍ମୋଚିତ

April 30, 2026

ବୋଲେରୋ ଗାଡ଼ି ସହ ଗଞ୍ଜେଇ ଜବତ: ଚାଲାଣକାରୀ ଗିରଫ

April 30, 2026

ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

April 30, 2026

ବାଲୁଗାଁ: ରାଉତରାପଲ୍ଲୀ ଗ୍ରାମରେ ୪ ଦିନ ବ୍ୟାପି ବିଶ୍ଵଶାନ୍ତି ମହାଯଜ୍ଞ, ଆସନ୍ତାକାଲି ପୂର୍ଣ୍ଣାହୁତି

April 30, 2026

ଦଶମ-ଦ୍ୱାଦଶ ଶ୍ରେଣୀ ଫଳାଫଳ ପ୍ରକାଶ କଲା CISCE: ଏହି ଲିଙ୍କ୍ ବ୍ୟବହାର କରି ତୁରନ୍ତ ଯାଞ୍ଚ କରନ୍ତୁ

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.