Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଢିଲା କରୋନା ଜନିତ ମୃତ୍ୟୁ ସଂଖ୍ୟା, ଆଜି ୧୨ ଜଣଙ୍କ ମୃତ୍ୟୁ, ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୨୪୭
ଆଜିର ଖବର

ବଢିଲା କରୋନା ଜନିତ ମୃତ୍ୟୁ ସଂଖ୍ୟା, ଆଜି ୧୨ ଜଣଙ୍କ ମୃତ୍ୟୁ, ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୨୪୭

August 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁନେଶ୍ୱର: ରାଜ୍ୟରେ କରୋନାରେ ଆଉ ୧୨ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୪୭ରେ ପହଞ୍ଚିଛି। ଆଜି ଆସିଥିବା ସଦ୍ୟତମ ରିପୋର୍ଟ ଅନୁସାରେ ସୁନ୍ଦରଗଡ଼ରୁ ୩, ବ୍ରହ୍ମପୁରରୁ ୩, ମୟୂରଭଞ୍ଜ, ସମ୍ବଲପୁର, କେନ୍ଦ୍ରାପଡ଼ା , ଢେଙ୍କାନାଳ, ଗଜପତି, ଭଦ୍ରକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ୨୯ ଜିଲ୍ଲାରୁ ଆଉ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କ୍ବାରେଣ୍ଟାଇନରୁ ୧୧୧୮ ଲୋକାଲ୍ କେସ୍ ୭୧୫।

ଖୋର୍ଦ୍ଧାରୁ ସର୍ବାଧିକ -୨୯୮

ଗଞ୍ଜାମରୁ-୨୭୯,

ରାୟଗଡ଼ାରୁ- ୧୫୨

କଟକରୁ – ୧୨୪

ସୁନ୍ଦରଗଡ଼ରୁ- ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ୍ କରୋନା ପଜିଟିଭ ସଂଖ୍ୟା ୪୨ହଜାର ୫୫୦କୁ ବୃଦ୍ଧି ହୋଇଛି। କରୋନାରୁ ସୁସ୍ଥ ହୋଇଛନ୍ତି ୨୬ହଜାର ୮୮୭ଜଣ।

ଓଡିଶାରେ କରୋନା ମୃତ୍ୟୁ କରୋନା ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

May 20, 2026

ଜଳୁଛି ଓଡ଼ିଶା: ୪o ଡିଗ୍ରି ଉପରେ ଅନେକ ସହର

May 20, 2026

ଗିରିରୋଡ୍ ବର୍ବରତା : ଦୁଇ ଗିରଫ

May 20, 2026

ମେକାପ ସେବକଙ୍କ ବିରୋଧରେ ଆକ୍ସନ

May 20, 2026
Latest News

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

May 20, 2026

ଜଳୁଛି ଓଡ଼ିଶା: ୪o ଡିଗ୍ରି ଉପରେ ଅନେକ ସହର

May 20, 2026

ଗିରିରୋଡ୍ ବର୍ବରତା : ଦୁଇ ଗିରଫ

May 20, 2026

ମେକାପ ସେବକଙ୍କ ବିରୋଧରେ ଆକ୍ସନ

May 20, 2026

ଭଦ୍ରକ ଜିଲ୍ଲାରେ ଆସନ୍ତା ୩୧ ପର୍ଯ୍ୟନ୍ତ ଅଙ୍ଗନବାଡି ବନ୍ଦ

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.