Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ୨୯ ଜିଲ୍ଲାରୁ ମୋଟ୍‌ ୧୮୩୩ ପଜିଟିଭ୍‌ ଚିହ୍ନଟ: କେଉଁ ଜିଲ୍ଲାରୁ କେତେ
ଆଜିର ଖବର

ରାଜ୍ୟରେ ୨୯ ଜିଲ୍ଲାରୁ ମୋଟ୍‌ ୧୮୩୩ ପଜିଟିଭ୍‌ ଚିହ୍ନଟ: କେଉଁ ଜିଲ୍ଲାରୁ କେତେ

August 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ୨୯ ଜିଲ୍ଲାରୁ ମୋଟ୍‌ ୧୮୩୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୮ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାରୁ ୨୭୯ଜଣ, ସୁନ୍ଦରଗଡରୁ ୧୧୦, କଟକରୁ ୧୨୪,  ସମ୍ବଲପୁରରୁ ୩୯, ବରଗଡରୁ ୮, କନ୍ଧମାଳରୁ ୧୬, ମାଲ୍‌କାନଗିରିରୁ ୩୬, ପୁରୀରୁ ୬୭, ଭଦ୍ରକରୁ ୫୦, ଗଜପତିରୁ ୩୫, କେଉଁଝରରୁ ୧୬, କୋରାପୁଟରୁ ୪୭, ଯାଜପୁରରୁ ୬୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି କଳାହାଣ୍ଡିରୁ ୧୬, କେନ୍ଦ୍ରାପଡାରୁ ୩୪, ଢେଙ୍କାନାଳରୁ ୪୩, ନୟାଗଡରୁ ୬୧, ମୟୂରଭଞ୍ଜରୁ ୩୪, ବଲାଙ୍ଗିରରୁ ୩୭, ରାୟଗଡାରୁ ୧୫୨, ଅନୁଗୁଳୁରୁ ୯, ବାଲେଶ୍ବରରୁ ୬୯ ଜଣ,  ଜଗତସିଂହପୁରରୁ ୧୬, ନବରଙ୍ଗପୁରରୁ ୧୧ ଜଣ ଚିହ୍ନଟ ହୋଇଛନ୍ତି। ସୋନପୁରରୁ ୩୩,  ଝାରସୁଗୁଡାରୁ ୩୦, ବୌଦ୍ଧରୁ ୩୪ ଜଣ ରହିଥିବାବେଳେ ନୂଆପଡାରୁ ଜଣେ ଚିହ୍ନଟ ହୋଇଛନ୍ତି।

corona Ganjam khorda Odisha
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ବିପୁଳ ପରିମାଣର ଗଞ୍ଜେଇ ସହ କାର୍ ଜବତ

April 6, 2026
Latest News

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ବଙ୍ଗୋପସାଗର ଓ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର କଡ଼ା ନଜର

April 6, 2026

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ବିପୁଳ ପରିମାଣର ଗଞ୍ଜେଇ ସହ କାର୍ ଜବତ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.