Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଭିଡ ହସପିଟାଲ ଓ କେୟାର ସେଣ୍ଟରରେ ଆରମ୍ଭ ହେଲା ଅଗ୍ନିସେବା ଯାଞ୍ଚ ପକ୍ରିୟା
ଆଜିର ଖବର

କୋଭିଡ ହସପିଟାଲ ଓ କେୟାର ସେଣ୍ଟରରେ ଆରମ୍ଭ ହେଲା ଅଗ୍ନିସେବା ଯାଞ୍ଚ ପକ୍ରିୟା

August 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
As per the directions of the DGP Fire Service @DGFS_HGs_CD Fire Officers are visiting #covidhospitals & #covidcare centres under their jurisdictions and are conducting fire safety audit

ଭୁବନେଶ୍ବର, ଆଜି ଓଡିଶାର ବିଭିନ୍ନ ଜିଲ୍ଲାରେ ଥିବା କୋଭିଡ ହସପିଟାଲ ଏବଂ କେୟାର ସେଣ୍ଟରରେ ଅଗ୍ନି ନିରୋଧ ପକ୍ରିୟା ଯାଞ୍ଚ ଆରମ୍ଭ ହୋଇଛି। ଅଗ୍ନିଶମ ବିଭାଗର ଡିଜି ସତ୍ୟଜିତ ମହାନ୍ତିଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ଥିବା ସମସ୍ତ ଅଗ୍ନିଶମ କେନ୍ଦ୍ର କର୍ମଚାରୀ ଏହି ଯାଞ୍ଚ କରିଛନ୍ତି।ସେମାନଙ୍କ ଅଞ୍ଚଳରେ ଥିବା ସମସ୍ତ କୋଭିଡ ହସପିଟାଲ ଏବଂ କେନ୍ଦ୍ରକୁ ଭଲଭାବରେ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସେମାନେ କୋଭିଡ ଭୁତାଣୁଠାରୁ ଦୂରେଇ ରହିବା ପାଇଁ ପିପିଇ ପିନ୍ଧି ଯିବାକୁ କୁହାଯାଇଛି।

ଗତକାଲି ଅହମଦାବାଦର ଏକ କୋଭି ହସପିଟାଲରେ ନିଆଁ ଲାଗିଯିବା ଦ୍ବାରା 8 ଜଣ କୋଭିଡ ରୋଗୀଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣା ପରେ ଓଡିଶା ଅଗ୍ନିଶମ ବିଭାଗ ସଜାଗ ହୋଇଯାଇଛି। ସେଥିପାଇଁ ରାଜ୍ୟର ସମସ୍ତ କୋଭିଡ ହସପିଟାଲରେ ଅଗ୍ନି ନିରୋଧ ପକ୍ରିୟା କିପରି ଅଛି ତାହା ଯାଞ୍ଚ କରି ରିପୋର୍ଟ ଦେବେ।

Share. Facebook Twitter LinkedIn Email WhatsApp Copy Link

Related Posts

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026
Latest News

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.