Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା 9 ତାରିଖରେ ଆଉ ଏକ ଲଘୁଚାପ, ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ 11 ତାରିଖ ପର୍ଯ୍ୟନ୍ତ ବର୍ଷିବ
ଆଜିର ଖବର

ଆସନ୍ତା 9 ତାରିଖରେ ଆଉ ଏକ ଲଘୁଚାପ, ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ 11 ତାରିଖ ପର୍ଯ୍ୟନ୍ତ ବର୍ଷିବ

August 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତା 9 ତାରିଖରେ ଆଉ ଏକ ଳଗୁଚାପ, ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ 11 ତାରିଖ ପର୍ଯ୍ୟନ୍ତ ବର୍ଷିବ

ଭୁବନେଶ୍ବର, ଆସନ୍ତା ନଅ ତାରିଖରେ ଉତ୍ତର ଏବଂ ପଶ୍ଚିମ କେନ୍ଦ୍ରୀୟ ଅଞ୍ଚଳରେ ଏକ ଲଘୁ ଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ଓଡିଶାରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ଏହା ଧିରେ ଧିରେ ଘନିଭୂତ ହୋଇ ପୂର୍ବ ଦିଗକୁ ଗତି କରିବ ବୋଲି ଜଣାପଡିଛି। ତେବେ ଏହି ପ୍ରଭାବ ଆସନ୍ତା 11 ତାରିଖ ପର୍ଯ୍ୟନ୍ତ ରହିବ। ଫଳରେ ସେହି ତାରିଖ ପର୍ଯ୍ୟନ୍ତ ଓଡିଶାରେ ଲଗାତାର ବର୍ଷା ଜାରୀ ରହିବ। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ମଧ୍ୟ ସତର୍କ ସୂଚନା ଜାରୀ କରାଯାଇଛି।

low pressuer
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.