Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଗଷ୍ଠ 10 ତାରିଖରୁ ଛୋଟ ଛୋଟ ଧର୍ମ ଅନୁଷ୍ଠାନ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ
ଆଜିର ଖବର

ଅଗଷ୍ଠ 10 ତାରିଖରୁ ଛୋଟ ଛୋଟ ଧର୍ମ ଅନୁଷ୍ଠାନ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

August 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Chennai, Tamil Nadu Chief Minister K. Palaniswami on Saturday said small places of worship where the annual earnin

ଚେନ୍ନାଇ, ଦୀର୍ଘ ଦିନ ଧରି ଧର୍ମ ଅନୁଷ୍ଠାନ ବନ୍ଦ ରହିବା ପରେ ଏବେ ତାମିଲନାଡୁ ସରକାର ନୂଆ ଘୋଷଣା କରିଛନ୍ତି। ତାହା ହେଲା ଆସନ୍ତା 10 ତାରିଖରୁ ରାଜ୍ୟରେ ଥିବା ଛୋଟ ଛୋଟ ଧର୍ମ ଅନୁଷ୍ଠାନ ପୂଜା ପାଇଁ ଖୋଲାଯିବ।ଏହା କହିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ କେ. ପିଲାନିସ୍ବାମୀ। ଏକ ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି ଯେ, ଯେଉଁ ଧର୍ମ ଅନୁଷ୍ଠାନର ବାର୍ଷକ ଆୟ 10 ହଜାରରୁ କମ ହୋଇଥିବ ସେହି ଅନୁଷ୍ଠାନ ଖୋଲାଯିବ।

କୋଭିଡ19 ସଂକ୍ରାମଣ ଭୟରେ ସବୁ ରାଜ୍ୟ ସରକାରଙ୍କ ପରି ତାମିଲନାଡୁ ସରକାର ମଧ୍ୟ ସବୁ ଧର୍ମାନୁଷ୍ଠାନ ବନ୍ଦ କରିଥିଲେ। ତେବେ ଏତେଦିନ ଧରି ପୂଜାପାଠ ବନ୍ଦ ରହିବା ଯୋଗୁଁ ବିଭିନ୍ନ ସ୍ଥାନରେ ଅସନ୍ତୋଷ ସୃଷ୍ଟି ହେଲା। ତାହାକୁ ନଜରରେ ରଖି ସରକାର ଏହି ପଦକ୍ଷେପ ନେଇଛନ୍ତି। ବଡ ମନ୍ଦିର ଖୋଲାଗଲେ ସେଠାରେ ଭିଡ ହେବାର ସମ୍ଭାବନା ଥିବାରୁ ସରକାର ପ୍ରଥମେ ଏହି ଛୋଟଛୋଟ ଧର୍ମ ଅନୁଷ୍ଠାନ ଖୋଲିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଚେନ୍ନାଇ ତାମିଲନାଡୁ
Share. Facebook Twitter LinkedIn Email WhatsApp Copy Link

Related Posts

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026
Latest News

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026

ଗିନିରେ ଭୂସ୍ଖଳନ : ଅଳିଆ ପାହାଡ଼ ଧସି ୩୦ ମୃତ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.