Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଷ୍ଟିସ୍‌ ପିନାକି ଚନ୍ଦ୍ର ଘୋଷ ହେବେ ପ୍ରଥମ ଲୋକପାଳ  ଅଧ୍ୟକ୍ଷ
ଆଜିର ଖବର

ଜଷ୍ଟିସ୍‌ ପିନାକି ଚନ୍ଦ୍ର ଘୋଷ ହେବେ ପ୍ରଥମ ଲୋକପାଳ  ଅଧ୍ୟକ୍ଷ

March 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
former supremecourt judge pinaki chandra ghose likely to appointed as a first lokpal in india
former supremecourt judge pinaki chandra ghose likely to appointed as a first lokpal in india

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ଲୋକପାଳ ଚୟନ କମିଟି ନିକଟରେ ପୂର୍ବତନ ସୁପ୍ରିମ୍‌କୋର୍ଟ ଜଜ୍‌ ପିନାକି ଚନ୍ଦ୍ର ଘୋଷଙ୍କୁ ପ୍ରଥମ ଲୋକପାଳ ଭାବେ ନିଯୁକ୍ତି  ଦେଇଛନ୍ତି ବୋଲି ସୂଚନା ରହିଛି। ସୋମବାର ଦିନ ଏହା ଔପଚାରିକ ଭାବେ ଘୋଷଣା ହେବ ବୋଲି ଜଣାପଡିଛି। ୨୦୧୭ ମସିହା ମେ ମାସରୁ ଅବସର ଗ୍ରହଣ କରିଥିବା ଜଷ୍ଟିସ୍‌ ଘୋଷ ବର୍ତ୍ତମାନ ନେସ୍‌ନାଲ୍‌ ହ୍ୟୁମାନ ରାଇଟ୍‌ସ କମିସନ(ଏନ୍‌ଏଚ୍‌ଆର୍‌ସି)ର ସଦସ୍ୟ ଅଛନ୍ତି। ମାର୍ଚ ୭ ତାରିଖରେ ସୁପ୍ରିମ୍‌କୋର୍ଟ ମୋଦି ସରକାରଙ୍କୁ ୧୦ ଦିନ ଭିତରେ ଲୋକପାଳ ନିର୍ବାଚନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ଲୋକପାଳ ନିଯୁକ୍ତି ବୈଠକକୁ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖର୍ଗେ ବର୍ଜନ କରିଥିଲେ। ସେ ଚୟନ କମିଟିର ଜଣେ ସଦସ୍ୟ ଥିବା ସତ୍ୱେ ବୈଠକରେ ଅନୁପସ୍ଥିତ ରହିଥିଲେ। ଅଧ୍ୟକ୍ଷ ଭାବେ ଜଷ୍ଟିସ୍‌ ଘୋଷଙ୍କୁ ନିଯୁକ୍ତି ମିଳିବା ସହ ଲୋକପାଳ ନିଯକ୍ତିରେ ଅନ୍ୟ ୮ ଜଣଙ୍କୁ ମଧ୍ୟ ନିଯୁକ୍ତି ଦିଆଯାଇଛି।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଅପରେସନ୍ ସିନ୍ଦୁରରେ ମସୁଦ ଆଝାରର ପରିବାରର ମୃତ୍ୟୁ ଉପରେ ଜୈଶ କମାଣ୍ଡରଙ୍କ ବଡ଼ ଖୁଲାସା

September 16, 2025

ନୂଆପଡ଼ା ଉପ-ନିର୍ବାଚନ ପାଇଁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନର ନିର୍ଦ୍ଦେଶ ଦେଲେ ଇସିଆଇ

September 16, 2025

ପାର୍ବଣ ଋତୁରେ ଆରାମଦାୟକ ଯାତ୍ରା ପାଇଁ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ

September 16, 2025

ଟିମ୍ ଇଣ୍ଡିଆର ନୂତନ ଜର୍ସି ପ୍ରାୟୋଜକ ହେବ ଏହି କମ୍ପାନୀ: ଡ୍ରିମ-୧୧ ର ନେବ ସ୍ଥାନ

September 16, 2025
Latest News

ଅପରେସନ୍ ସିନ୍ଦୁରରେ ମସୁଦ ଆଝାରର ପରିବାରର ମୃତ୍ୟୁ ଉପରେ ଜୈଶ କମାଣ୍ଡରଙ୍କ ବଡ଼ ଖୁଲାସା

September 16, 2025

ନୂଆପଡ଼ା ଉପ-ନିର୍ବାଚନ ପାଇଁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନର ନିର୍ଦ୍ଦେଶ ଦେଲେ ଇସିଆଇ

September 16, 2025

ପାର୍ବଣ ଋତୁରେ ଆରାମଦାୟକ ଯାତ୍ରା ପାଇଁ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ

September 16, 2025

ଟିମ୍ ଇଣ୍ଡିଆର ନୂତନ ଜର୍ସି ପ୍ରାୟୋଜକ ହେବ ଏହି କମ୍ପାନୀ: ଡ୍ରିମ-୧୧ ର ନେବ ସ୍ଥାନ

September 16, 2025

PCB କୁ ଝଟକା ଦେଲା ICC: ଏସିଆ କପ୍ ରୁ ବାଦ ପଡିବ କି ପାକିସ୍ତାନ?

September 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.