Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର ହେବ ଭାରତ : ରାଜନାଥ ସିଂହ
ଆଜିର ଖବର

ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର ହେବ ଭାରତ : ରାଜନାଥ ସିଂହ

August 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଜି ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି । ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର ହେବ ଭାରତ ବୋଲି ସେ ସୂଚନା ଦେଇଛନ୍ତି ।   101 ପ୍ରତିରକ୍ଷା ଉପକରଣ ଆମଦାନୀ ଉପରେ ବ୍ୟାନ୍‌ ଲଗାଯାଇଥିବାର କହିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ । ପ୍ରତିରକ୍ଷା କ୍ଷେତ୍ରର 101ଟି ଉପକରଣ ଭାରତରେ ନିର୍ମାଣ ହେବ । ଏସବୁ ଉପକରଣ ଆଉ ବାହାର ଦେଶରୁ ଆମଦାନୀ ହେବନି ବୋଲି କହିଛନ୍ତି ରାଜନାଥ।  ଏଣିକି ସ୍ବଦେଶ ଜ୍ଞାନକୌଶଳରେ ଅଧିକରୁ ଅଧିକ ଉପକରଣ ତିଆରି ହେବ ବୋଲି ସୂଚନା ଦେଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ । ପ୍ରତିରକ୍ଷା କ୍ଷେତ୍ରରେ ଉତ୍ପାଦନ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି । ଆର୍ଟିଲେରି ଗନ୍‌, ଟ୍ରାନ୍ସପୋର୍ଟ ଏୟାରକାଫ୍ଟ ଆମଦାନୀରେ ବ୍ୟାନ୍‌ ଲଗାଯାଇଥିବାବେଳେ ଆସନ୍ତା 6ରୁ 7 ବର୍ଷ ମଧ୍ୟରେ 6 ଲକ୍ଷ କୋଟିର ଏମ୍‌ଓୟୁ ହେବ ବୋଲି ସୂଚନା ରହିଛି । ବ୍ୟାନ୍‌ କରାଯାଇଥିବା ପ୍ରତିରକ୍ଷା ଉପକରଣରେ ଆର୍ମଡ୍‌ ଫାଇଟିଂ ଭେହିକିଲ୍ସ୍‌ ମଧ୍ୟ ସାମିଲ୍‌ ରହିଛି ।

ସମସ୍ତ ଷ୍ଟେକ୍‌ହୋଲ୍ଡର୍ସଙ୍କ ସହ ବିଚାର ବିମର୍ଶ ପରେ ପ୍ରତିରକ୍ଷା ଉପକରଣ ଆମଦାନୀ ଉପରେ ବ୍ୟାନ୍‌ ଲଗାଯାଇଛି । ଏହି ନିଷ୍ପତ୍ତି 2024 ପର୍ଯ୍ୟନ୍ତ ଲାଗୁ ହେବ ବୋଲି ସୂଚନା ରହିଛି । ତେବେ ଚଳିତ ଥର ଚଳିତ ଆର୍ଥିକବର୍ଷ ପାଇଁ 52 ହଜାର କୋଟିର ସ୍ବତନ୍ତ୍ର ବଜେଟ୍‌ ହୋଇଛି ।   (ଏଜେନ୍ସି)

rajnathasingh
Share. Facebook Twitter LinkedIn Email WhatsApp Copy Link

Related Posts

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026
Latest News

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.