Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌ : ଦିନକରେ 64 ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନ, 861ଜଣଙ୍କ ମୃତ୍ୟୁ
ଆଜିର ଖବର

କରୋନା ଅପଡେଟ୍‌ : ଦିନକରେ 64 ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନ, 861ଜଣଙ୍କ ମୃତ୍ୟୁ

August 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Coronavirus.

ନୂଆଦିଲ୍ଲୀ : ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁସାରେ ଗତ 24 ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ 64 ହଜାର 399 ଜଣ ଆକ୍ରାନ୍ତ ହୋଇଥିବାବେଳେ 861ଜଣ ପ୍ରାଣ ହରାଇଛନ୍ତି । ଏବେ ଦେଶର ଆକ୍ରାନ୍ତଙ୍କ ସଂଖ୍ୟା 21 ଲକ୍ଷ 53 ହଜାର 11ରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା 43 ହଜାର 379କୁବୃଦ୍ଧି ହୋଇଛି । ଦେଶରେ ବର୍ତ୍ତମାନ ସୁଦ୍ଧା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 6 ଲକ୍ଷ 28 ହଜାର 747 ରହିଛି । ସେହିପରି ସୁସ୍ଥ ହୋଇଛନ୍ତି 14 ଲକ୍ଷ 08 ହଜାର 884ଜଣ ।

ମହାରାଷ୍ଟ୍ରରେ ସର୍ବାଧିକ 17 ହଜାର 376ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ତାମିଲନାଡୁରେ 4 ହଜାର 808 ଜଣ, ଦିଲ୍ଲୀରେ 4 ହଜାର 98 ଜଣ, କର୍ଣ୍ଣାଟକରେ 3 ହଜାର 91 ଜଣଙ୍କ ମୃତ୍ୟୁ ହୋଇଛି ବୋଲି ସୂଚନା ରହିଛି । (ଏଜେନ୍ସି)

corona delhi mumbai
Share. Facebook Twitter LinkedIn Email WhatsApp Copy Link

Related Posts

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026
Latest News

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.